2 ଶାମୁୟେଲ 12:28 - ଓଡିଆ ବାଇବେଲ28 ଏହେତୁ ଆପଣ ଅବଶିଷ୍ଟ ଲୋକମାନଙ୍କୁ ଏକତ୍ର କରି ନଗର ନିକଟରେ ଛାଉଣି ସ୍ଥାପନ କରି ତାହା ଅଧିକାର କରନ୍ତୁ, ନୋହିଲେ ମୁଁ ସେ ନଗର ଅଧିକାର କଲେ, ତାହା ମୋ’ ନାମାନୁସାରେ ଖ୍ୟାତ ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)28 ଏହେତୁ ଆପଣ ଅବଶିଷ୍ଟ ଲୋକମାନଙ୍କୁ ଏକତ୍ର କରି ନଗର ନିକଟରେ ଛାଉଣି ସ୍ଥାପନ କରି ତାହା ହସ୍ତଗତ କରନ୍ତୁ, ନୋହିଲେ ମୁଁ ସେ ନଗର ହସ୍ତଗତ କଲେ, ତାହା ମୋʼ ନାମାନୁସାରେ ଖ୍ୟାତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଏହେତୁ ଆପଣ ଅବଶିଷ୍ଟ ଲୋକମାନଙ୍କୁ ଏକତ୍ର କରି ନଗର ନିକଟରେ ଛାଉଣି ସ୍ଥାପନ କରି ତାହା ଅଧିକାର କରନ୍ତୁ, ନୋହିଲେ ମୁଁ ସେ ନଗର ଅଧିକାର କଲେ, ତାହା ମୋʼ ନାମାନୁସାରେ ଖ୍ୟାତ ହେବ।” Viz kapitolaପବିତ୍ର ବାଇବଲ28 ଆପଣ ଅବଶିଷ୍ଟ ଲୋକମାନଙ୍କୁ ଏକତ୍ରିତ କରି ନଗର ନିକଟରେ ଛାଉଣି ସ୍ଥାପନ କରି ତାହା ହସ୍ତଗତ କରନ୍ତୁ। ନୋହିଲେ ମୁଁ ଏହାକୁ ହସ୍ତଗତ ଓ ମୋ’ ନାମାନୁସାରେ ଖ୍ୟାତ କରିବି।” Viz kapitola |