2 ଶାମୁୟେଲ 13:18 - ଓଡିଆ ବାଇବେଲ18 ତାମର ଦେହରେ ଲମ୍ବା ଅଙ୍ଗରଖା ଥିଲା, କାରଣ ଅନୂଢ଼ା ରାଜକନ୍ୟାମାନେ ସେହି ପ୍ରକାର ବସ୍ତ୍ର ପିନ୍ଧୁଥିଲେ। ଏଥିରେ ଅମ୍ନୋନର ଦାସ ତାହାକୁ ବାହାରେ ଆଣି ତାହା ପଛେ କବାଟରେ ଅର୍ଗଳ ଦେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)18 ତାମର ଦେହରେ ଦୀର୍ଘ ଅଙ୍ଗରଖା ଥିଲା, କାରଣ ଅନୂଢ଼ା ରାଜକନ୍ୟାମାନେ ସେହି ପ୍ରକାର ବସ୍ତ୍ର ପିନ୍ଧନ୍ତି। ଏଥିରେ ଅମ୍ନୋନର ଦାସ ତାହାକୁ ବାହାରେ ଆଣି ତାହା ପଛେ କବାଟରେ ଅର୍ଗଳ ଦେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତାମର ଦେହରେ ଲମ୍ବା ଅଙ୍ଗରଖା ଥିଲା, କାରଣ ଅନୂଢ଼ା ରାଜକନ୍ୟାମାନେ ସେହି ପ୍ରକାର ବସ୍ତ୍ର ପିନ୍ଧୁଥିଲେ। ଏଥିରେ ଅମ୍ନୋନର ଦାସ ତାହାକୁ ବାହାରେ ଆଣି ତାହା ପଛେ କବାଟରେ ଅର୍ଗଳ ଦେଲା। Viz kapitolaପବିତ୍ର ବାଇବଲ18 ତେଣୁ ଅମ୍ନୋନଙ୍କର ଦାସ ତାକୁ ଘରୁ ବାହାର କରି କବାଟ ବନ୍ଦ କରି ଦେଲା। ତାମର ଏକ ଦୀର୍ଘ ଛାପାବସ୍ତ୍ର ପିନ୍ଧି ଥିଲା, କାରଣ ଅନୁଢ଼ା ରାଜକନ୍ୟାମାନେ ସେହି ପ୍ରକାର ବସ୍ତ୍ର ପିନ୍ଧନ୍ତି। Viz kapitola |