2 ଶାମୁୟେଲ 13:19 - ଓଡିଆ ବାଇବେଲ19 ତହୁଁ ତାମର ଆପଣା ମସ୍ତକରେ ଭସ୍ମ ଦେଇ ତାହା ଦେହର ଲମ୍ବା ଅଙ୍ଗରଖା ଚିରିଲା, ପୁଣି ସେ ଆପଣା ମସ୍ତକରେ ହସ୍ତ ଦେଇ କ୍ରନ୍ଦନ କରୁ କରୁ ଚାଲିଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)19 ତହୁଁ ତାମର ଆପଣା ମସ୍ତକରେ ଭସ୍ମ ଦେଇ ତାହା ଦେହର ଦୀର୍ଘ ଅଙ୍ଗରଖା ଚିରିଲା, ପୁଣି ସେ ଆପଣା ମସ୍ତକରେ ହସ୍ତ ଦେଇ କ୍ରନ୍ଦନ କରୁ କରୁ ଚାଲିଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତହୁଁ ତାମର ଆପଣା ମସ୍ତକରେ ଭସ୍ମ ଦେଇ ତାହା ଦେହର ଲମ୍ବା ଅଙ୍ଗରଖା ଚିରିଲା, ପୁଣି ସେ ଆପଣା ମସ୍ତକରେ ହସ୍ତ ଦେଇ କ୍ରନ୍ଦନ କରୁ କରୁ ଚାଲିଗଲା। Viz kapitolaପବିତ୍ର ବାଇବଲ19 ଏଥିରେ ଅମ୍ନୋନର ଦାସ ତାହାକୁ ବାହାରେ ଆଣି ତାହା ପଛେ ପଛେ କବାଟ ଦେଇଦେବାରୁ ସେ ନିଜର ମୁଣ୍ଡରେ ଭସ୍ମ ଦେଇ ତାହା ଦେହର ଦୀର୍ଘ ଅଙ୍ଗରେଖା ଚିରି ଦେଲା। ତା'ପରେ ସେ ମୁଣ୍ଡରେ ହାତ ଦେଇ କାନ୍ଦି କାନ୍ଦି ସେଠାରୁ ପ୍ରସ୍ଥାନ କଲା। Viz kapitola |