Online Bible

- Reklamy -




2 ଶାମୁୟେଲ 14:11 - ଓଡିଆ ବାଇବେଲ

11 ତହିଁରେ ସେ ସ୍ତ୍ରୀ କହିଲେ, “ରକ୍ତର ପ୍ରତିହନ୍ତା (ନାଶକ) ଯେପରି ଆଉ ବିନାଶ ନ କରେ, ଏଥିପାଇଁ ମହାରାଜ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କୁ ସ୍ମରଣ କରନ୍ତୁ, ନୋହିଲେ, ସେମାନେ ମୋ’ ପୁତ୍ରକୁ ଉଚ୍ଛିନ୍ନ କରିବେ। ତହୁଁ ରାଜା କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭ ପୁତ୍ରର ଏକ କେଶ ହିଁ ତଳେ ପଡ଼ିବ ନାହିଁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ତହିଁରେ ସେ ସ୍ତ୍ରୀ କହିଲେ, ରକ୍ତର ପ୍ରତିହନ୍ତା ଯେପରି ଆଉ ବିନାଶ ନ କରେ, ଏଥିପାଇଁ ମହାରାଜ ଆପଣା ସଦାପ୍ରଭୁ ପରମେଶ୍ଵରଙ୍କୁ ସ୍ମରଣ କରନ୍ତୁ, ନୋହିଲେ, ସେମାନେ ମୋʼ ପୁତ୍ରକୁ ଉଚ୍ଛିନ୍ନ କରିବେ। ତହୁଁ ରାଜା କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭ ପୁତ୍ରର ଏକ କେଶ ହିଁ ତଳେ ପଡ଼ିବ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତହିଁରେ ସେ ସ୍ତ୍ରୀ କହିଲେ, “ରକ୍ତର ପ୍ରତିହନ୍ତା (ନାଶକ) ଯେପରି ଆଉ ବିନାଶ ନ କରେ, ଏଥିପାଇଁ ମହାରାଜ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କୁ ସ୍ମରଣ କରନ୍ତୁ, ନୋହିଲେ, ସେମାନେ ମୋʼ ପୁତ୍ରକୁ ଉଚ୍ଛିନ୍ନ କରିବେ।” ତହୁଁ ରାଜା କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭ ପୁତ୍ରର ଏକ କେଶ ହିଁ ତଳେ ପଡ଼ିବ ନାହିଁ।”

Viz kapitola kopírovat

ପବିତ୍ର ବାଇବଲ

11 ସ୍ତ୍ରୀଲୋକଟି କହିଲେ, “ଆପଣ ସଦାପ୍ରଭୁ ପରମେଶ୍ୱରଙ୍କ ନାମରେ ଶପଥ ନେଇ କହନ୍ତୁ, ଆପଣ ସେମାନଙ୍କୁ ଅଟକାଇବେ, ଯେଉଁମାନେ ତା'ର ଭାଇର ହତ୍ୟା ଯୋଗୁଁ ମୋର ପୁତ୍ରକୁ ହତ୍ୟା କରିବାକୁ ଗ୍ଭହାନ୍ତି। ଶପଥ କରନ୍ତୁ ଯେ, ଆପଣ ସେମାନଙ୍କୁ ମୋର ପୁତ୍ରକୁ ଧ୍ୱଂସ କରିବା ପାଇଁ ଦେବେ ନାହିଁ।” ରାଜା କହିଲେ, “ସଦାପ୍ରଭୁ ଜୀବିତ ଥିବା ପର୍ଯ୍ୟନ୍ତ କେହି ତୁମ୍ଭର ପୁତ୍ରର କ୍ଷତି କରି ପାରିବେ ନାହିଁ, ଏପରିକି ତା'ର ମୁଣ୍ଡର ଗୋଟିଏ ବାଳ ମଧ୍ୟ ତଳେ ପଡ଼ିବ ନାହିଁ। ରାଜା କହିଲେ, ପରମେଶ୍ୱରଙ୍କର ନାମ ଅକ୍ଷୁର୍ଣ୍ଣ ଥିବାଯାଏ କେହି ତା'ର ଚର୍ମକୁ ସ୍ପର୍ଶ କରି ପାରିବେ ନାହିଁ।”

Viz kapitola kopírovat




2 ଶାମୁୟେଲ 14:11

Následuj nás:

Reklamy


Reklamy