Online Bible

- Reklamy -




2 ଶାମୁୟେଲ 14:17 - ଓଡିଆ ବାଇବେଲ

17 ଆପଣଙ୍କ ଦାସୀ ଆହୁରି କହିଲା, ‘ମୋର ପ୍ରଭୁ ମହାରାଜଙ୍କ ବାକ୍ୟ ଅବଶ୍ୟ ଶାନ୍ତିଦାୟକ ହେବ, କାରଣ ଭଲ ମନ୍ଦ ଶୁଣିବାକୁ ମୋର ପ୍ରଭୁ ମହାରାଜ ପରମେଶ୍ୱରଙ୍କ ଦୂତ ତୁଲ୍ୟ,’ ପୁଣି ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଆପଣଙ୍କ ସଙ୍ଗେ ଥାଉନ୍ତୁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ଆପଣଙ୍କ ଦାସୀ ଆହୁରି କହିଲା, ମୋର ପ୍ରଭୁ ମହାରାଜଙ୍କ ବାକ୍ୟ ଅବଶ୍ୟ ଶାନ୍ତିଦାୟକ ହେବ, କାରଣ ଭଲ ମନ୍ଦ ଶୁଣିବାକୁ ମୋର ପ୍ରଭୁ ମହାରାଜ ପରମେଶ୍ଵରଙ୍କ ଦୂତ ତୁଲ୍ୟ; ପୁଣି ସଦାପ୍ରଭୁ ଆପଣଙ୍କ ପରମେଶ୍ଵର ଆପଣଙ୍କ ସଙ୍ଗେ ଥାଉନ୍ତୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଆପଣଙ୍କ ଦାସୀ ଆହୁରି କହିଲା, ‘ମୋର ପ୍ରଭୁ ମହାରାଜଙ୍କ ବାକ୍ୟ ଅବଶ୍ୟ ଶାନ୍ତିଦାୟକ ହେବ, କାରଣ ଭଲ ମନ୍ଦ ଶୁଣିବାକୁ ମୋର ପ୍ରଭୁ ମହାରାଜ ପରମେଶ୍ୱରଙ୍କ ଦୂତ ତୁଲ୍ୟ,’ ପୁଣି ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଆପଣଙ୍କ ସଙ୍ଗେ ଥାଉନ୍ତୁ।”

Viz kapitola kopírovat

ପବିତ୍ର ବାଇବଲ

17 ମୁଁ ଜାଣେ ମୋର ମୁନିବଙ୍କର କଥା, ନିଶ୍ଚିତ ଭାବରେ ମୋତେ ବିଶ୍ରାମ ଦେବ କାରଣ ଆପଣ ହେଉଛନ୍ତି ଜଣେ ପରମେଶ୍ୱରଙ୍କ ଦୂତପରି। ଆପଣ ଜାଣନ୍ତି କେଉଁଟା ଠିକ୍ ଓ କେଉଁଟା ଭୁଲ୍ ଏବଂ ସଦାପ୍ରଭୁ ଆପଣଙ୍କର ପରମେଶ୍ୱର ସର୍ବଦା ଆପଣଙ୍କ ପାଖରେ ଅଛନ୍ତି।”

Viz kapitola kopírovat




2 ଶାମୁୟେଲ 14:17

Následuj nás:

Reklamy


Reklamy