2 ଶାମୁୟେଲ 15:13 - ଓଡିଆ ବାଇବେଲ13 ଏଥିଉତ୍ତାରେ ଜଣେ ଦାସ ଦାଉଦଙ୍କ ନିକଟକୁ ଆସି କହିଲା, “ଇସ୍ରାଏଲ ଲୋକମାନଙ୍କର ମନ ଅବଶାଲୋମ ଆଡ଼େ ଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)13 ଅନନ୍ତର ଜଣେ ଦୂତ ଦାଉଦଙ୍କ ନିକଟକୁ ଆସି କହିଲା, ଇସ୍ରାଏଲ ଲୋକମାନଙ୍କର ମନ ଅବଶାଲୋମ ଆଡ଼େ ଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏଥିଉତ୍ତାରେ ଜଣେ ଦାସ ଦାଉଦଙ୍କ ନିକଟକୁ ଆସି କହିଲା, “ଇସ୍ରାଏଲ ଲୋକମାନଙ୍କର ମନ ଅବଶାଲୋମ ଆଡ଼େ ଅଛି।” Viz kapitolaପବିତ୍ର ବାଇବଲ13 ଏହା ପରେ ଜଣେ ଦୂତ ଦାଉଦଙ୍କ ନିକଟକୁ ଆସି କହିଲା, “ଇସ୍ରାଏଲ ଲୋକମାନଙ୍କର ମନ ଅବଶାଲୋମଙ୍କ ଉପରେ ଅଛି।” Viz kapitola |