2 ଶାମୁୟେଲ 15:21 - ଓଡିଆ ବାଇବେଲ21 ଏଥିରେ ଇତ୍ତୟ ରାଜାଙ୍କୁ ଉତ୍ତର କରି କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ମୋର ପ୍ରଭୁ ମହାରାଜ ଜୀବିତ ଥିବା ପ୍ରମାଣେ, ଜୀବନ ପାଇଁ ହେଉ ବା ମରଣ ପାଇଁ ହେଉ, ଅବଶ୍ୟ ମୋହର ପ୍ରଭୁ ମହାରାଜ ଯେଉଁଠାରେ ରହିବେ, ସେଠାରେ ମଧ୍ୟ ଆପଣଙ୍କ ଦାସ ରହିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)21 ଏଥିରେ ଇତ୍ତୟ ରାଜାଙ୍କୁ ଉତ୍ତର କରି କହିଲା, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ମୋର ପ୍ରଭୁ ମହାରାଜ ଜୀବିତ ଥିବା ପ୍ରମାଣେ, ଜୀବନ ପାଇଁ ହେଉ ବା ମରଣ ପାଇଁ ହେଉ, ଅବଶ୍ୟ ମୋହର ପ୍ରଭୁ ମହାରାଜ ଯେଉଁଠାରେ ରହିବେ, ସେଠାରେ ମଧ୍ୟ ଆପଣଙ୍କ ଦାସ ରହିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏଥିରେ ଇତ୍ତୟ ରାଜାଙ୍କୁ ଉତ୍ତର କରି କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ମୋର ପ୍ରଭୁ ମହାରାଜ ଜୀବିତ ଥିବା ପ୍ରମାଣେ, ଜୀବନ ପାଇଁ ହେଉ ବା ମରଣ ପାଇଁ ହେଉ, ଅବଶ୍ୟ ମୋହର ପ୍ରଭୁ ମହାରାଜ ଯେଉଁଠାରେ ରହିବେ, ସେଠାରେ ମଧ୍ୟ ଆପଣଙ୍କ ଦାସ ରହିବ।” Viz kapitolaପବିତ୍ର ବାଇବଲ21 ଏଥିରେ ଇତ୍ତୟ ରାଜାଙ୍କୁ ଉତ୍ତର ଦେଇ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ମୋର ପ୍ରଭୁ ମହାରାଜା ଜୀବିତ ଥିବା ପ୍ରମାଣେ, ମୁଁ ଆପଣଙ୍କ ସହିତ ରହିବି। ମୁଁ ଆପଣଙ୍କର ଦାସ। ଜୀବନରେ ବା ମୃତ୍ୟୁରେ ମୁଁ ଆପଣଙ୍କ ସହିତ ରହିବି।” Viz kapitola |