2 ଶାମୁୟେଲ 15:31 - ଓଡିଆ ବାଇବେଲ31 ଏଥି ମଧ୍ୟରେ ଜଣେ ଦାଉଦଙ୍କୁ କହିଲା, “ଅବଶାଲୋମ ସଙ୍ଗେ ଚକ୍ରାନ୍ତକାରୀମାନଙ୍କ ମଧ୍ୟରେ ଅହୀଥୋଫଲ ଅଛି। ତହିଁରେ ଦାଉଦ କହିଲେ, ହେ ସଦାପ୍ରଭୁ, ବିନୟ କରୁଅଛି, ଅହୀଥୋଫଲର ମନ୍ତ୍ରଣାକୁ ମୂର୍ଖତା କର।” Viz kapitolaପବିତ୍ର ବାଇବଲ (Re-edited) - (BSI)31 ଏଥି ମଧ୍ୟରେ ଜଣେ ଦାଉଦଙ୍କୁ କହିଲା, ଅବଶାଲୋମ ସଙ୍ଗେ ଚକ୍ରାନ୍ତକାରୀମାନଙ୍କ ମଧ୍ୟରେ ଅହୀଥୋଫଲ ଅଛି। ତହିଁରେ ଦାଉଦ କହିଲେ, ହେ ସଦାପ୍ରଭୋ, ବିନୟ କରୁଅଛି, ଅହୀଥୋଫଲର ମନ୍ତ୍ରଣାକୁ ମୂର୍ଖତା କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଏଥିମଧ୍ୟରେ ଜଣେ ଦାଉଦଙ୍କୁ କହିଲା, “ଅବଶାଲୋମ ସଙ୍ଗେ ଚକ୍ରାନ୍ତକାରୀମାନଙ୍କ ମଧ୍ୟରେ ଅହୀଥୋଫଲ ଅଛି।” ତହିଁରେ ଦାଉଦ କହିଲେ, “ହେ ସଦାପ୍ରଭୋ, ବିନୟ କରୁଅଛି, ଅହୀଥୋଫଲର ମନ୍ତ୍ରଣାକୁ ମୂର୍ଖତା କର।” Viz kapitolaପବିତ୍ର ବାଇବଲ31 ଜଣେ ଲୋକ ଦାଉଦଙ୍କୁ କହିଲେ, “ଅବଶାଲୋମଙ୍କର ଚକ୍ରାନ୍ତକାରୀମାନଙ୍କ ସହିତ ଅହୀଥୋଫଲ ଅଛି।” ତା'ପରେ ଦାଉଦ ପ୍ରାର୍ଥନା କଲେ, “ହେ ମୋର ସଦାପ୍ରଭୁ, ଦୟାକରି ଅହୀଥୋଫଲର ଉପଦେଶକୁ ଅଦରକାରୀ କର।” Viz kapitola |