2 ଶାମୁୟେଲ 15:36 - ଓଡିଆ ବାଇବେଲ36 ଦେଖ, ସେହି ସ୍ଥାନରେ ସେମାନଙ୍କ ସଙ୍ଗେ ସେମାନଙ୍କର ଦୁଇ ପୁତ୍ର, ଅର୍ଥାତ୍, ସାଦୋକର ପୁତ୍ର ଅହୀମାସ୍ ଓ ଅବୀୟାଥରର ପୁତ୍ର ଯୋନାଥନ ଅଛନ୍ତି, ତୁମ୍ଭେମାନେ ଯାହା ଯାହା ଶୁଣିବ, ସେହିସବୁ କଥା ସେମାନଙ୍କ ହାତରେ ମୋ’ ନିକଟକୁ କହି ପଠାଇବ।” Viz kapitolaପବିତ୍ର ବାଇବଲ (Re-edited) - (BSI)36 ଦେଖ, ସେସ୍ଥାନରେ ସେମାନଙ୍କ ସଙ୍ଗେ ସେମାନଙ୍କର ଦୁଇ ପୁତ୍ର, ଅର୍ଥାତ୍, ସାଦୋକର ପୁତ୍ର ଅହୀମାସ୍ ଓ ଅବୀୟାଥରର ପୁତ୍ର ଯୋନାଥନ ଅଛନ୍ତି, ତୁମ୍ଭେମାନେ ଯାହା ଯାହା ଶୁଣିବ, ସେସବୁ କଥା ସେମାନଙ୍କ ହାତରେ ମୋʼ କତିକି କହି ପଠାଇବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଦେଖ, ସେହି ସ୍ଥାନରେ ସେମାନଙ୍କ ସଙ୍ଗେ ସେମାନଙ୍କର ଦୁଇ ପୁତ୍ର, ଅର୍ଥାତ୍, ସାଦୋକର ପୁତ୍ର ଅହୀମାସ୍ ଓ ଅବୀୟାଥରର ପୁତ୍ର ଯୋନାଥନ ଅଛନ୍ତି, ତୁମ୍ଭେମାନେ ଯାହା ଯାହା ଶୁଣିବ, ସେହି ସବୁ କଥା ସେମାନଙ୍କ ହାତରେ ମୋʼ ନିକଟକୁ କହି ପଠାଇବ।” Viz kapitolaପବିତ୍ର ବାଇବଲ36 ସେଠାରେ ସେମାନଙ୍କ ସଙ୍ଗେ ସେମାନଙ୍କର ଦୁଇ ପୁତ୍ର, ସାଦୋକର ପୁତ୍ର ଅହୀମାସ ଓ ଅବିୟାଥର ପୁତ୍ର ଯୋନାଥନ ଅଛନ୍ତି, ତୁମ୍ଭେମାନେ ଯାହା ଯାହା ଶୁଣିବ, ସେସବୁ କଥା ସେମାନଙ୍କ ହାତରେ ମୋ’ ପାଖକୁ ଖବର ଦେବ।” Viz kapitola |