2 ଶାମୁୟେଲ 16:22 - ଓଡିଆ ବାଇବେଲ22 ଏଉତ୍ତାରେ ଲୋକମାନେ ଅବଶାଲୋମ ନିମନ୍ତେ ଗୃହର ଛାତ ଉପରେ ଏକ ତମ୍ବୁ ପ୍ରସାରିଲେ; ତହୁଁ ଅବଶାଲୋମ ସମସ୍ତ ଇସ୍ରାଏଲ ସାକ୍ଷାତରେ ଆପଣା ପିତାଙ୍କ ଉପପତ୍ନୀମାନଙ୍କ ସହିତ ସହବାସ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)22 ଏଉତ୍ତାରେ ଲୋକମାନେ ଅବଶାଲୋମ ନିମନ୍ତେ ଗୃହର ଛାତ ଉପରେ ଏକ ତମ୍ଵୁ ପ୍ରସାରିଲେ; ତହୁଁ ଅବଶାଲୋମ ସମସ୍ତ ଇସ୍ରାଏଲ ସାକ୍ଷାତରେ ଆପଣା ପିତାଙ୍କ ଉପପନିୀମାନଙ୍କ ସହବାସ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏଉତ୍ତାରେ ଲୋକମାନେ ଅବଶାଲୋମ ନିମନ୍ତେ ଗୃହର ଛାତ ଉପରେ ଏକ ତମ୍ବୁ ପ୍ରସାରିଲେ; ତହୁଁ ଅବଶାଲୋମ ସମସ୍ତ ଇସ୍ରାଏଲ ସାକ୍ଷାତରେ ଆପଣା ପିତାଙ୍କ ଉପପତ୍ନୀମାନଙ୍କ ସହିତ ସହବାସ କଲା। Viz kapitolaପବିତ୍ର ବାଇବଲ22 ଏହା ପରେ ଲୋକମାନେ ଅବଶାଲୋମ ନିମନ୍ତେ ଗୃହର ଛାତ ଉପରେ ଏକ ତମ୍ବୁ ଲଗାଇଲେ, ତା'ପରେ ଅବଶାଲୋମ ନିଜ ପିତାର ଉପପତ୍ନୀମାନଙ୍କ ସହିତ ସହବାସ କଲା। ସମସ୍ତ ଇସ୍ରାଏଲୀୟମାନେ ଏହା ଦେଖିଲେ। Viz kapitola |