2 ଶାମୁୟେଲ 17:19 - ଓଡିଆ ବାଇବେଲ19 ତହିଁରେ ଗୃହିଣୀ ଗୋଟିଏ ଢାଙ୍କୁଣୀ ନେଇ କୂପ ମୁଖରେ ଦେଇ ତହିଁ ଉପରେ ମର୍ଦ୍ଦିତ ଶସ୍ୟ ବିଛାଇ ଦେଲା; ଏଣୁ କିଛି ଜଣା ପଡ଼ିଲା ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ତହିଁରେ ଗୃହିଣୀ ଗୋଟିଏ ଢାଙ୍କୁଣୀ ନେଇ କୂପ ମୁଖରେ ଦେଇ ତହିଁ ଉପରେ ମର୍ଦ୍ଦିତ ଶସ୍ୟ ବିଛାଇ ଦେଲା; ଏଣୁ କିଛି ଜଣା ପଡ଼ିଲା ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତହିଁରେ ଗୃହିଣୀ ଗୋଟିଏ ଢାଙ୍କୁଣୀ ନେଇ କୂପ ମୁଖରେ ଦେଇ ତହିଁ ଉପରେ ମର୍ଦ୍ଦିତ ଶସ୍ୟ ବିଛାଇ ଦେଲା; ଏଣୁ କିଛି ଜଣା ପଡ଼ିଲା ନାହିଁ। Viz kapitolaପବିତ୍ର ବାଇବଲ19 ତହିଁରେ ଗୃହିଣୀ ଗୋଟିଏ ଢାଙ୍କୁଣି ନେଇ କୂଅ ମୁହଁରେ ଦେଇ ତହିଁ ଉପରେ ମର୍ଦ୍ଦିତ ଶସ୍ୟ ବିଛାଇ ଦେଲେ। ଏଣୁ କିଛି ଜଣା ପଡ଼ିଲା ନାହିଁ। Viz kapitola |