2 ଶାମୁୟେଲ 17:23 - ଓଡିଆ ବାଇବେଲ23 ଏଉତ୍ତାରେ ଅହୀଥୋଫଲ ଆପଣା ମନ୍ତ୍ରଣାନୁସାରେ କର୍ମ କରା ନ ଯିବାର ଦେଖି ଆପଣା ଗର୍ଦ୍ଦଭ ସଜାଇ ଉଠି ନିଜ ଗୃହ ଓ ନିଜ ନଗରକୁ ଗଲା ଓ ଆପଣା ଗୃହ ସମସ୍ତ ବିଷୟ ସଜାଡ଼ି ଆପଣାକୁ ଫାଶୀ ଦେଲା; ଏରୂପେ ସେ ମଲା, ପୁଣି ଆପଣା ପିତାର କବରରେ କବର ପାଇଲା। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଏଉତ୍ତାରେ ଅହୀଥୋଫଲ ଆପଣା ମନ୍ତ୍ରଣାନୁସାରେ କର୍ମ କରା ନ ଯିବାର ଦେଖି ଆପଣା ଗର୍ଦ୍ଦଭ ସଜାଇ ଉଠି ନିଜ ଗୃହ ଓ ନିଜ ନଗରକୁ ଗଲା ଓ ଆପଣା ଗୃହ ବିଷୟ ସଜାଡ଼ି ଆପଣାକୁ ଫାଶୀ ଦେଲା; ଏରୂପେ ସେ ମଲା, ପୁଣି ଆପଣା ପିତାର କବରରେ କବର ପାଇଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏଉତ୍ତାରେ ଅହୀଥୋଫଲ ଆପଣା ମନ୍ତ୍ରଣାନୁସାରେ କର୍ମ କରା ନ ଯିବାର ଦେଖି ଆପଣା ଗର୍ଦ୍ଦଭ ସଜାଇ ଉଠି ନିଜ ଗୃହ ଓ ନିଜ ନଗରକୁ ଗଲା ଓ ଆପଣା ଗୃହ ସମସ୍ତ ବିଷୟ ସଜାଡ଼ି ଆପଣାକୁ ଫାଶୀ ଦେଲା; ଏରୂପେ ସେ ମଲା, ପୁଣି ଆପଣା ପିତାର କବରରେ କବର ପାଇଲା। Viz kapitolaପବିତ୍ର ବାଇବଲ23 ଏହା ପରେ ଅହୀଥୋଫଲ ଯେତେବେଳେ ଦେଖିଲେ ଏହା ତାଙ୍କ ମନ୍ତ୍ରଣା ଅନୁସାରେ ଗଲା ନାହିଁ, ସେ ତାଙ୍କ ଗଧ ଉପରେ ଚଢ଼ି ତାଙ୍କର ନିଜ ନଗରକୁ ଫେରିଲେ ଏବଂ ସେ ତାଙ୍କ ବଂଶ ପାଇଁ ଏକ ଦଲିଲ୍ ଲେଖିଲେ ଏବଂ ନିଜେ ଫାଶି ହୋଇ ଗଲେ। ଏହିପରି ଭାବରେ ସେ ମଲା ଓ ନିଜର ପିତାର କବରରେ କବର ପାଇଲା। Viz kapitola |