2 ଶାମୁୟେଲ 17:24 - ଓଡିଆ ବାଇବେଲ24 ଏଥି ମଧ୍ୟରେ ଦାଉଦ ମହନୟିମରେ ଉପସ୍ଥିତ ହେଲେ। ପୁଣି ଅବଶାଲୋମ ଓ ତାହାର ସଙ୍ଗୀ ସମସ୍ତ ଇସ୍ରାଏଲ ଲୋକ ଯର୍ଦ୍ଦନ ପାର ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଏଥି ମଧ୍ୟରେ ଦାଉଦ ମହନୟିମରେ ଉପସ୍ଥିତ ହେଲେ। ପୁଣି ଅବଶାଲୋମ ଓ ତାହାର ସଙ୍ଗୀ ସମସ୍ତ ଇସ୍ରାଏଲ ଲୋକ ଯର୍ଦ୍ଦନ ପାର ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏଥିମଧ୍ୟରେ ଦାଉଦ ମହନୟିମରେ ଉପସ୍ଥିତ ହେଲେ। ପୁଣି ଅବଶାଲୋମ ଓ ତାହାର ସଙ୍ଗୀ ସମସ୍ତ ଇସ୍ରାଏଲ ଲୋକ ଯର୍ଦ୍ଦନ ପାର ହେଲେ। Viz kapitolaପବିତ୍ର ବାଇବଲ24 ଏହା ପରେ ଦାଉଦ ମହନୟିମକୁ ଆସିଲେ। ଅବଶାଲୋମ ଓ ତା'ର ସମର୍ଥନକାରୀ ଇସ୍ରାଏଲୀୟମାନେ ଯର୍ଦ୍ଦନ ନଦୀ ପାର ହେଲେ। Viz kapitola |