2 ଶାମୁୟେଲ 18:10 - ଓଡିଆ ବାଇବେଲ10 ସେତେବେଳେ ଜଣେ ତାହା ଦେଖି ଯୋୟାବକୁ କହିଲା, “ଦେଖ, ମୁଁ ଅବଶାଲୋମଙ୍କୁ ଅଲୋନ ବୃକ୍ଷରେ ଟଙ୍ଗାଥିବାର ଦେଖିଲି !” Viz kapitolaପବିତ୍ର ବାଇବଲ (Re-edited) - (BSI)10 ସେତେବେଳେ ଜଣେ ମନୁଷ୍ୟ ତାହା ଦେଖି ଯୋୟାବକୁ ଜଣାଇ କହିଲା, ଦେଖ, ମୁଁ ଅବଶାଲୋମକୁ ଅଲୋନ ବୃକ୍ଷରେ ଟଙ୍ଗାଥିବାର ଦେଖିଲି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେତେବେଳେ ଜଣେ ତାହା ଦେଖି ଯୋୟାବକୁ କହିଲା, “ଦେଖ, ମୁଁ ଅବଶାଲୋମଙ୍କୁ ଅଲୋନ ବୃକ୍ଷରେ ଟଙ୍ଗାଥିବାର ଦେଖିଲି!” Viz kapitolaପବିତ୍ର ବାଇବଲ10 ସେହି ସମୟରେ ଜଣେ ଲୋକ ତାହା ଦେଖି ଯୋୟାବକୁ ଜଣାଇ ଦେଲା, “ମୁଁ ଅବଶାଲୋମକୁ ଅଲୋନ ବୃକ୍ଷରେ ଟଙ୍ଗା ହୋଇଥିବାର ଦେଖିଲି।” Viz kapitola |