2 ଶାମୁୟେଲ 18:14 - ଓଡିଆ ବାଇବେଲ14 ତେବେ ଯୋୟାବ କହିଲା, “ମୁଁ ଏପରି ବିଳମ୍ବ କରି ନ ପାରେ।” ତହୁଁ ସେ ଆପଣା ହସ୍ତରେ ତିନୋଟି ବର୍ଚ୍ଛା ନେଇ ଅବଶାଲୋମ ଅଲୋନ ବୃକ୍ଷରେ ଜୀବିତ ଥାଉ ଥାଉ ତାହା ଦେହରେ ବିନ୍ଧିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)14 ତେବେ ଯୋୟାବ କହିଲା, ମୁଁ ତୁମ୍ଭ ସଙ୍ଗେ ଏପରି ବିଳମ୍ଵ କରି ନ ପାରେ। ତହୁଁ ସେ ଆପଣା ହସ୍ତରେ ତିନୋଟି କେଞ୍ଚା ନେଇ ଅବଶାଲୋମ ଅଲୋନ ବୃକ୍ଷରେ ଜୀବିତ ଥାଉ ଥାଉ ତାହା ଦେହରେ ବିନ୍ଧିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତେବେ ଯୋୟାବ କହିଲା, “ମୁଁ ଏପରି ବିଳମ୍ବ କରି ନ ପାରେ।” ତହୁଁ ସେ ଆପଣା ହସ୍ତରେ ତିନୋଟି ବର୍ଚ୍ଛା ନେଇ ଅବଶାଲୋମ ଅଲୋନ ବୃକ୍ଷରେ ଜୀବିତ ଥାଉ ଥାଉ ତାହା ଦେହରେ ବିନ୍ଧିଲା। Viz kapitolaପବିତ୍ର ବାଇବଲ14 ଯୋୟାବ କହିଲେ, “ମୁଁ ଏଠାରେ ତୁମ୍ଭ ସହିତ ସମୟ ନଷ୍ଟ କରି ପାରିବି ନାହିଁ।” ଅବଶାଲୋମ ତଥାପି ଜୀବିତ ଅବସ୍ଥାରେ ଅଲୋନ୍ଗଛରେ ଝୁଲୁଥିଲା। ଯୋୟାବ ଏକ ତ୍ରିଶୁଳ ନେଇ ଅବଶାଲୋମର ଛାତିରେ ଆଘାତ କଲେ। Viz kapitola |