Online Bible

- Reklamy -




2 ଶାମୁୟେଲ 18:23 - ଓଡିଆ ବାଇବେଲ

23 ମାତ୍ର ସେ କହିଲା, “ଯାହାହେଉ, ମୁଁ ଦୌଡ଼ୁଅଛି।” ତହିଁରେ ଯୋୟାବ ତାହାକୁ କହିଲା, “ଦୌଡ଼।” ତହୁଁ ଅହୀମାସ୍‍ ପ୍ରାନ୍ତର ପଥ ଦେଇ ଦୌଡ଼ି କୂଶୀୟକୁ ପଛରେ ପକାଇ ଗଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ମାତ୍ର ସେ କହିଲା, ଯାହାହେଉ, ମୁଁ ଦୌଡ଼ୁଅଛି। ତହିଁରେ ଯୋୟାବ ତାହାକୁ କହିଲା, ଦୌଡ଼। ତହୁଁ ଅହୀମାସ୍ ପ୍ରାନ୍ତର ପଥ ଦେଇ ଦୌଡ଼ି କୂଶୀୟକୁ ପଛରେ ପକାଇ ଗଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ମାତ୍ର ସେ କହିଲା, “ଯାହାହେଉ, ମୁଁ ଦୌଡ଼ୁଅଛି।” ତହିଁରେ ଯୋୟାବ ତାହାକୁ କହିଲା, “ଦୌଡ଼।” ତହୁଁ ଅହୀମାସ୍‍ ପ୍ରାନ୍ତର-ପଥ ଦେଇ ଦୌଡ଼ି କୂଶୀୟକୁ ପଛରେ ପକାଇ ଗଲା।

Viz kapitola kopírovat

ପବିତ୍ର ବାଇବଲ

23 ଅହୀମାସ ଉତ୍ତର ଦେଲା, “ଯାହା ହେଉନା କାହିଁକି ମୁଁ ଯିବି।” ତହିଁରେ ଯୋୟାବ ତାକୁ କହିଲେ, “ଠିକ୍ ଅଛି, ତୁମ୍ଭେ ଦାଉଦଙ୍କ ନିକଟକୁ ଦୌଡ଼।” ଏହା ପରେ ଅହୀମାସ ଯର୍ଦ୍ଦନ ଉପତ୍ୟକା ଦେଇ କୂଶୀୟକୁ ଅତିକ୍ରମ କରିଗଲା।

Viz kapitola kopírovat




2 ଶାମୁୟେଲ 18:23

Následuj nás:

Reklamy


Reklamy