2 ଶାମୁୟେଲ 18:31 - ଓଡିଆ ବାଇବେଲ31 ଏଥି ମଧ୍ୟରେ ଦେଖ, ସେହି କୂଶୀୟ ପହଞ୍ଚି କହିଲା, “ମୋ’ ପ୍ରଭୁ ମହାରାଜଙ୍କ ପାଇଁ ସୁସମ୍ବାଦ ଅଛି; କାରଣ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠିଥିଲେ, ସଦାପ୍ରଭୁ ଆଜି ସେହି ସମସ୍ତଙ୍କଠାରୁ ପରିଶୋଧ ନେଇଅଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)31 ଏଥି ମଧ୍ୟରେ ଦେଖ, ସେହି କୂଶୀୟ ପହୁଞ୍ଚିଲା; ଆଉ କୂଶୀୟ କହିଲା, ମୋʼ ପ୍ରଭୁ ମହାରାଜଙ୍କ ପାଇଁ ସୁସମ୍ଵାଦ ଅଛି; କାରଣ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠିଥିଲେ, ସଦାପ୍ରଭୁ ଆଜି ସେ ସମସ୍ତଙ୍କଠାରୁ ପରିଶୋଧ ନେଇଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଏଥିମଧ୍ୟରେ ଦେଖ, ସେହି କୂଶୀୟ ପହଞ୍ଚି କହିଲା, “ମୋʼ ପ୍ରଭୁ ମହାରାଜଙ୍କ ପାଇଁ ସୁସମ୍ବାଦ ଅଛି; କାରଣ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠିଥିଲେ, ସଦାପ୍ରଭୁ ଆଜି ସେହି ସମସ୍ତଙ୍କଠାରୁ ପରିଶୋଧ ନେଇଅଛନ୍ତି।” Viz kapitolaପବିତ୍ର ବାଇବଲ31 ଠିକ୍ ତା'ପର ସମୟରେ କୂଶୀୟ ଆସି ପହଞ୍ଚିଲା। ସେ କହିଲା, “ମୋର ପ୍ରଭୁ ମହାରାଜାଙ୍କ ପାଇଁ ଏକ ସୁସମ୍ବାଦ ଅଛି। ଯେଉଁମାନେ ଆପଣଙ୍କର ବିରୁଦ୍ଧାଚରଣ କରୁଥିଲେ ସେମାନଙ୍କୁ ଆଜି ସଦାପ୍ରଭୁ ଦଣ୍ତିତ କରିଛନ୍ତି।” Viz kapitola |