Online Bible

- Reklamy -




2 ଶାମୁୟେଲ 18:33 - ଓଡିଆ ବାଇବେଲ

33 ତହିଁରେ ରାଜା ଅତି କମ୍ପିତ ହୋଇ ନଗରଦ୍ୱାର-ଉପରିସ୍ଥ କୋଠରିକୁ ଯାଇ ରୋଦନ କଲେ; ପୁଣି ସେ ଯାଉ ଯାଉ ଏପରି କହିଲେ, “ହାୟ ଆମ୍ଭର ପୁତ୍ର ଅବଶାଲୋମ ! ଆମ୍ଭର ପୁତ୍ର, ଆମ୍ଭ ପୁତ୍ର ଅବଶାଲୋମ ! ହୁଏତ ତୁମ୍ଭ ବଦଳେ ଆମ୍ଭେ ମରିଥା’ନ୍ତୁ, ହାୟ ଅବଶାଲୋମ! ଆମ୍ଭର ପୁତ୍ର, ଆମ୍ଭର ପୁତ୍ର!”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

33 ତହିଁରେ ରାଜା ଅତି କମ୍ପିତ ହୋଇ ନଗରଦ୍ଵାର-ଉପରିସ୍ଥ କୋଠରିକି ଯାଇ ରୋଦନ କଲେ; ପୁଣି ସେ ଯାଉ ଯାଉ ଏପରି କହିଲେ, ହାୟ ଆମ୍ଭର ପୁତ୍ର ଅବଶାଲୋମ ! ଆମ୍ଭର ପୁତ୍ର, ଆମ୍ଭ ପୁତ୍ର ଅବଶାଲୋମଣ! ଯେବେ ତୁମ୍ଭ ବଦଳେ ଆମ୍ଭେ ମରିଥାʼନ୍ତୁ, ହାୟ ଅବଶାଲୋମ, ଆମ୍ଭର ପୁତ୍ର, ଆମ୍ଭର ପୁତ୍ର!

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ତହିଁରେ ରାଜା ଅତି କମ୍ପିତ ହୋଇ ନଗରଦ୍ୱାର-ଉପରିସ୍ଥ କୋଠରିକୁ ଯାଇ ରୋଦନ କଲେ; ପୁଣି ସେ ଯାଉ ଯାଉ ଏପରି କହିଲେ, “ହାୟ ଆମ୍ଭର ପୁତ୍ର ଅବଶାଲୋମ! ଆମ୍ଭର ପୁତ୍ର, ଆମ୍ଭ ପୁତ୍ର ଅବଶାଲୋମ! ହୁଏତ ତୁମ୍ଭ ବଦଳେ ଆମ୍ଭେ ମରିଥାʼନ୍ତୁ, ହାୟ ଅବଶାଲୋମ! ଆମ୍ଭର ପୁତ୍ର, ଆମ୍ଭର ପୁତ୍ର!”

Viz kapitola kopírovat

ପବିତ୍ର ବାଇବଲ

33 ଏହା ପରେ ରାଜା ଜାଣିଗଲେ ଯେ ଅବଶାଲୋମ ମୃତ। ରାଜା ଦୁଃଖରେ ଭାଙ୍ଗି ପଡ଼ିଲେ, ସେ ନଗର ଦ୍ୱାର ଉପରିସ୍ଥ କୋଠରୀକୁ ଯାଇ କ୍ରନ୍ଦନ କଲେ। ସେ କୋଠରୀରେ ଏପଟରୁ ସେପଟ କ୍ରନ୍ଦନ କରି କରି ବୁଲୁଥା’ନ୍ତି। ସେ କହୁଥିଲେ, “ହେ ମୋର ପୁତ୍ର ଅବଶାଲୋମ, ମୋର ପୁତ୍ର ଅବଶାଲୋମ, ମୁଁ ଆଶା କରୁଥିଲି ମୁଁ ତୁମ୍ଭ ବଦଳରେ ମରିଥା’ନ୍ତି କି! ହାୟ ମୋର ପୁତ୍ର ଅବଶାଲୋମ ମୋର ପୁତ୍ର, ଅବଶାଲୋମ।”

Viz kapitola kopírovat




2 ଶାମୁୟେଲ 18:33

Následuj nás:

Reklamy


Reklamy