2 ଶାମୁୟେଲ 19:15 - ଓଡିଆ ବାଇବେଲ15 ତହୁଁ ରାଜା ଫେରି ଯର୍ଦ୍ଦନ ପର୍ଯ୍ୟନ୍ତ ଗଲେ, ତହିଁରେ ଯିହୁଦାର ଲୋକମାନେ ରାଜାଙ୍କୁ ଭେଟିବା ନିମନ୍ତେ ଗିଲ୍ଗଲ୍କୁ ଯାଇ ଯର୍ଦ୍ଦନ ପାର କରି ରାଜାଙ୍କୁ ଆଣିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ତହୁଁ ରାଜା ଫେରି ଯର୍ଦ୍ଦନ ପର୍ଯ୍ୟନ୍ତ ଗଲେ, ତହିଁରେ ଯିହୁଦାର ଲୋକମାନେ ରାଜାଙ୍କୁ ଭେଟି ଯର୍ଦ୍ଦନ ପାର କରି ଆଣିବାକୁ ଯାଇ ଗିଲ୍ଗଲ୍ରେ ଉପସ୍ଥିତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତହୁଁ ରାଜା ଫେରି ଯର୍ଦ୍ଦନ ପର୍ଯ୍ୟନ୍ତ ଗଲେ, ତହିଁରେ ଯିହୁଦାର ଲୋକମାନେ ରାଜାଙ୍କୁ ଭେଟିବା ନିମନ୍ତେ ଗିଲ୍ଗଲ୍କୁ ଯାଇ ଯର୍ଦ୍ଦନ ପାର କରି ରାଜାଙ୍କୁ ଆଣିଲେ। Viz kapitolaପବିତ୍ର ବାଇବଲ15 ତେଣୁ ରାଜା ଦାଉଦ ଯର୍ଦ୍ଦନ ନଦୀ ପର୍ଯ୍ୟନ୍ତ ଗଲେ। ଯିହୁଦାର ଲୋକମାନେ ରାଜାଙ୍କୁ ଗିଲ୍ଗଲ୍ଠାରେ ଭେଟିଲେ ଓ ଯର୍ଦ୍ଦନ ପାର କରି ନେଇଗଲେ। Viz kapitola |