2 ଶାମୁୟେଲ 19:18 - ଓଡିଆ ବାଇବେଲ18 ସେତେବେଳେ ସେମାନେ ରାଜାଙ୍କର ପରିବାରବର୍ଗଙ୍କୁ ପାର କରିବା ପାଇଁ ଓ ତାଙ୍କ ଦୃଷ୍ଟିରେ ଯାହା ଭଲ ଦିଶେ ତାହା କଲେ। ଏଣୁ ରାଜା ଯର୍ଦ୍ଦନ ପାର ହେବା ସମୟରେ ଗେରାର ପୁତ୍ର ଶିମୀୟି ରାଜାଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)18 ସେତେବେଳେ ରାଜାଙ୍କର ପରିବାରବର୍ଗକୁ ପାର କରିବା ପାଇଁ ଓ ତାଙ୍କ ଦୃଷ୍ଟିରେ ଯାହା ଭଲ ଦିଶେ, ତାହା କରିବା ପାଇଁ ଗୋଟାଏ ଘାଟ-ନୌକା ଅନ୍ୟ ପାରିକି ଯାଉଥାଏ। ଏଣୁ ରାଜା ଯର୍ଦ୍ଦନ ପାର ହେବା ସମୟରେ ଗେରାର ପୁତ୍ର ଶିମୀୟି ରାଜାଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେତେବେଳେ ସେମାନେ ରାଜାଙ୍କର ପରିବାରବର୍ଗଙ୍କୁ ପାର କରିବା ପାଇଁ ଓ ତାଙ୍କ ଦୃଷ୍ଟିରେ ଯାହା ଭଲ ଦିଶେ ତାହା କଲେ। ଏଣୁ ରାଜା ଯର୍ଦ୍ଦନ ପାର ହେବା ସମୟରେ ଗେରାର ପୁତ୍ର ଶିମୀୟି ରାଜାଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ିଲା। Viz kapitolaପବିତ୍ର ବାଇବଲ18 ଲୋକମାନେ ଯର୍ଦ୍ଦନ ନଦୀ ପାର ହୋଇ ରାଜାଙ୍କ ପରିବାର ଓ ରାଜାଙ୍କୁ ନଦୀ ପାର କରି ଯିହୁଦାକୁ ଆଣିବାକୁ ଗଲେ। ରାଜା ଯାହା ଇଚ୍ଛା କଲେ ଲୋକମାନେ ତାହା କଲେ। ଯେତେବେଳେ ରାଜା ନଦୀ ପାର ହୋଉଥିଲେ, ସେହି ସମୟରେ ଶିମିୟିର ପୁତ୍ର ଗେରା ରାଜାଙ୍କୁ ସାକ୍ଷାତ କରିବାକୁ ଆସିଲା। ଶିମିୟି ଆସି ରାଜାଙ୍କ ସମ୍ମୁଖରେ ଭୂମିଷ୍ଟ ପ୍ରଣାମ କଲା। Viz kapitola |