2 ଶାମୁୟେଲ 19:19 - ଓଡିଆ ବାଇବେଲ19 ଆଉ ଶିମୀୟି ରାଜାଙ୍କୁ କହିଲା, “ମୋ’ ପ୍ରଭୁ, ମୋହର ଅପରାଧ ଗଣନା ନ କରନ୍ତୁ, ଅବା ମୋ’ ପ୍ରଭୁ ମହାରାଜ ଯିରୂଶାଲମରୁ ବାହାରି ଯିବା ଦିନ ଆପଣଙ୍କ ଦାସ ଅବାଧ୍ୟତାପୂର୍ବକ ଯାହା କରିଅଛି, ତାହା ଆପଣ ସ୍ମରଣ ନ କରନ୍ତୁ, ମହାରାଜ ତାହା ଆପଣା ମନକୁ ନ ନେଉନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଆଉ ସେ ରାଜାଙ୍କୁ କହିଲା, ମୋʼ ପ୍ରଭୁ, ମୋହର ଅପରାଧ ଗଣନା ନ କରନ୍ତୁ, ଅବା ମୋʼ ପ୍ରଭୁ ମହାରାଜ ଯିରୂଶାଲମରୁ ବାହାରି ଯିବା ଦିନ ଆପଣଙ୍କ ଦାସ ଅବାଧ୍ୟତାପୂର୍ବକ ଯାହା କରିଅଛି, ତାହା ଆପଣ ସ୍ମରଣ ନ କରନ୍ତୁ, ମହାରାଜ ତାହା ଆପଣା ମନକୁ ନ ନେଉନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆଉ ଶିମୀୟି ରାଜାଙ୍କୁ କହିଲା, “ମୋʼ ପ୍ରଭୁ, ମୋହର ଅପରାଧ ଗଣନା ନ କରନ୍ତୁ, ଅବା ମୋʼ ପ୍ରଭୁ ମହାରାଜ ଯିରୂଶାଲମରୁ ବାହାରି ଯିବା ଦିନ ଆପଣଙ୍କ ଦାସ ଅବାଧ୍ୟତାପୂର୍ବକ ଯାହା କରିଅଛି, ତାହା ଆପଣ ସ୍ମରଣ ନ କରନ୍ତୁ, ମହାରାଜ ତାହା ଆପଣା ମନକୁ ନ ନେଉନ୍ତୁ। Viz kapitolaପବିତ୍ର ବାଇବଲ19 ଶିମିୟି ରାଜାଙ୍କୁ କହିଲା, “ହେ ସଦାପ୍ରଭୁ ମୋର ପ୍ରଭୁ, ମୁଁ କରିଥିବା ପାପ ବିଷୟରେ ଚିନ୍ତା କର ନାହିଁ। ଆପଣ ଯିରୁଶାଲମରୁ ଗଲାପରେ ମୁଁ ଯେଉଁ କୁକର୍ମ କରିଛି ତାହାକୁ ସ୍ମରଣ କରନ୍ତୁ ନାହିଁ। Viz kapitola |