2 ଶାମୁୟେଲ 19:31 - ଓଡିଆ ବାଇବେଲ31 ଏଉତ୍ତାରେ ଗିଲୀୟଦୀୟ ବର୍ସିଲ୍ଲୟ ରୋଗଲୀମରୁ ଆସିଲା ଓ ସେ ରାଜାଙ୍କୁ ଯର୍ଦ୍ଦନ ନଦୀ ପାର କରାଇ ନେବା ପାଇଁ ତାଙ୍କ ସଙ୍ଗେ ଯର୍ଦ୍ଦନକୁ ପାର ହୋଇଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)31 ଏଉତ୍ତାରେ ଗିଲୀୟଦୀୟ ବର୍ସିଲ୍ଲୟ ରୋଗଲୀମରୁ ଆସିଲା ଓ ସେ ରାଜାଙ୍କୁ ଯର୍ଦ୍ଦନ ପାର କରାଇ ନେବା ପାଇଁ ତାଙ୍କ ସଙ୍ଗେ ଯର୍ଦ୍ଦନକୁ ପାର ହୋଇଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଏଉତ୍ତାରେ ଗିଲୀୟଦୀୟ ବର୍ସିଲ୍ଲୟ ରୋଗଲୀମରୁ ଆସିଲା ଓ ସେ ରାଜାଙ୍କୁ ଯର୍ଦ୍ଦନ ନଦୀ ପାର କରାଇ ନେବା ପାଇଁ ତାଙ୍କ ସଙ୍ଗେ ଯର୍ଦ୍ଦନକୁ ପାର ହୋଇଗଲା। Viz kapitolaପବିତ୍ର ବାଇବଲ31 ଗିଲିୟଦୀୟ ବର୍ସିଲ୍ଲୟ ରୋଗଲୀମରୁ ଆସିଲା। ସେ ରାଜାଙ୍କୁ ଯର୍ଦ୍ଦନ ନଦୀ ପାର କରାଇ ସୁରକ୍ଷା ଦେବା ପାଇଁ ତାଙ୍କ ସଙ୍ଗେ ପାର ହୋଇଗଲା। Viz kapitola |