2 ଶାମୁୟେଲ 19:36 - ଓଡିଆ ବାଇବେଲ36 ଆପଣଙ୍କ ଦାସ କେବଳ ଯର୍ଦ୍ଦନ ପାର ହୋଇ ମହାରାଜଙ୍କ ସଙ୍ଗେ ଯିବ; ଆଉ ମହାରାଜ ତହିଁ ପାଇଁ କାହିଁକି ମୋତେ ଏପରି ପୁରସ୍କାର ଦେବେ ? Viz kapitolaପବିତ୍ର ବାଇବଲ (Re-edited) - (BSI)36 ଆପଣଙ୍କ ଦାସ କେବଳ ଯର୍ଦ୍ଦନ ପାର ହୋଇ ମହାରାଜଙ୍କ ସଙ୍ଗେ ଯିବ; ଆଉ ମହାରାଜ ତହିଁ ପାଇଁ କାହିଁକି ମୋତେ ଏପରି ପୁରସ୍କାର ଦେବେ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଆପଣଙ୍କ ଦାସ କେବଳ ଯର୍ଦ୍ଦନ ପାର ହୋଇ ମହାରାଜଙ୍କ ସଙ୍ଗେ ଯିବ; ଆଉ ମହାରାଜ ତହିଁ ପାଇଁ କାହିଁକି ମୋତେ ଏପରି ପୁରସ୍କାର ଦେବେ? Viz kapitolaପବିତ୍ର ବାଇବଲ36 ଆପଣଙ୍କ ଦାସ କେବଳ ଯର୍ଦ୍ଦନ ପାର ହୋଇ ମହାରାଜାଙ୍କ ସଙ୍ଗେ ଯିବ, ମୁଁ ଏତେଗୁଡ଼ିଏ ସାମଗ୍ରୀ ଦରକାର କରେ ନାହିଁ। ଯାହା ଆପଣ ମୋତେ ପୁରସ୍କୃତ କରିବା ପାଇଁ ଇଚ୍ଛା କରନ୍ତି। Viz kapitola |