2 ଶାମୁୟେଲ 2:28 - ଓଡିଆ ବାଇବେଲ28 ତହୁଁ ଯୋୟାବ ତୂରୀ ବଜାନ୍ତେ, ସମସ୍ତ ଲୋକ ଅଟକି ରହିଲେ ଓ ଇସ୍ରାଏଲ ପଛରେ ଆଉ ଗୋଡ଼ାଇଲେ ନାହିଁ, କି ଆଉ ଯୁଦ୍ଧ କଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ତହୁଁ ଯୋୟାବ ତୂରୀ ବଜାନ୍ତେ, ସମସ୍ତ ଲୋକ ଠିଆ ହୋଇ ରହିଲେ ଓ ଇସ୍ରାଏଲ ପଛରେ ଆଉ ଗୋଡ଼ାଇଲେ ନାହିଁ, କି ଆଉ ଯୁଦ୍ଧ କଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ତହୁଁ ଯୋୟାବ ତୂରୀ ବଜାନ୍ତେ, ସମସ୍ତ ଲୋକ ଅଟକି ରହିଲେ ଓ ଇସ୍ରାଏଲ ପଛରେ ଆଉ ଗୋଡ଼ାଇଲେ ନାହିଁ, କି ଆଉ ଯୁଦ୍ଧ କଲେ ନାହିଁ। Viz kapitolaପବିତ୍ର ବାଇବଲ28 ତେଣୁ ଯୋୟାବ ତୂରୀ ବଜାଇଲେ ଓ ଲୋକମାନେ ଇସ୍ରାଏଲୀୟମାନଙ୍କ ପଛରେ ଦୌଡ଼ିବା ବନ୍ଦ କଲେ। ତା'ପରେ ସେମାନେ ଆଉ ଯୁଦ୍ଧ କଲେ ନାହିଁ। Viz kapitola |