2 ଶାମୁୟେଲ 20:14 - ଓଡିଆ ବାଇବେଲ14 ଏଉତ୍ତାରେ ଯୋୟାବ ଇସ୍ରାଏଲର ସମସ୍ତ ବଂଶ ମଧ୍ୟଦେଇ ଆବେଲ୍ ଓ ବେଥ୍ମାଖା ଓ ସମସ୍ତ ବେରୀମ୍ ଅଞ୍ଚଳ ପର୍ଯ୍ୟନ୍ତ ଗମନ କଲା; ତହିଁରେ ଲୋକମାନେ ଏକତ୍ରିତ ହେଲେ, ମଧ୍ୟ ତାହାର ପଛେ ପଛେ ଗମନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଏଉତ୍ତାରେ ଯୋୟାବ ଇସ୍ରାଏଲର ଯାବତୀୟ ବଂଶ ମଧ୍ୟଦେଇ ଆବେଲ୍ ଓ ବୈଥ୍ମାଖା ଓ ସମସ୍ତ ବେରୀମ୍ ଅଞ୍ଚଳ ପର୍ଯ୍ୟନ୍ତ ଗମନ କଲା; ତହିଁରେ ଲୋକମାନେ ଏକତ୍ରିତ ହେଲେ, ମଧ୍ୟ ତାହାର ପଛେ ପଛେ ଗମନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏଉତ୍ତାରେ ଯୋୟାବ ଇସ୍ରାଏଲର ସମସ୍ତ ବଂଶ ମଧ୍ୟଦେଇ ଆବେଲ୍ ଓ ବେଥ୍ମାଖା ଓ ସମସ୍ତ ବେରୀମ୍ ଅଞ୍ଚଳ ପର୍ଯ୍ୟନ୍ତ ଗମନ କଲା; ତହିଁରେ ଲୋକମାନେ ଏକତ୍ରିତ ହେଲେ, ମଧ୍ୟ ତାହାର ପଛେ ପଛେ ଗମନ କଲେ। Viz kapitolaପବିତ୍ର ବାଇବଲ14 ଶେବଃ ଇସ୍ରାଏଲର ସମସ୍ତ ପରିବାରବର୍ଗ ମଧ୍ୟଦେଇ ଆବେଲ୍, ବୈଥ୍ମାଖା ଗମନ କଲା। ସମସ୍ତ ବେରୀୟମାନେ ଏକତ୍ରିତ ହେଲେ, ଓ ତା'ର ପଛେ ପଛେ ଗମନ କଲେ। Viz kapitola |