2 ଶାମୁୟେଲ 20:21 - ଓଡିଆ ବାଇବେଲ21 କଥା ସେପରି ନୁହେଁ; ମାତ୍ର ବିଖ୍ରିିର ପୁତ୍ର ଶେବଃ ନାମରେ ଜଣେ ଇଫ୍ରୟିମ-ପର୍ବତମୟ ଦେଶୀୟ ଲୋକ ଦାଉଦ ରାଜାଙ୍କ ପ୍ରତିକୂଳରେ ଆପଣା ହସ୍ତ ଉଠାଇଅଛି; କେବଳ ତାଙ୍କୁ ସମର୍ପି ଦିଅ, ତହିଁରେ ମୁଁ ଏ ନଗରରୁ ପ୍ରସ୍ଥାନ କରିବି।” ତହୁଁ ସେ ସ୍ତ୍ରୀ ଯୋୟାବକୁ କହିଲା, “ଦେଖନ୍ତୁ, ପ୍ରାଚୀର ଦେଇ ତାହାର ମସ୍ତକ ଆପଣଙ୍କ ନିକଟକୁ ପକାଯିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)21 କଥା ସେପରି ନୁହେଁ; ମାତ୍ର ବିଖ୍ରିର ପୁତ୍ର ଶେବଃ ନାମରେ ଜଣେ ଇଫ୍ରୟିମ-ପର୍ବତମୟ ଦେଶୀୟ ଲୋକ ଦାଉଦ ରାଜାଙ୍କ ପ୍ରତିକୂଳରେ ଆପଣା ହସ୍ତ ଉଠାଇଅଛି; କେବଳ ତାକୁ ସମର୍ପି ଦିଅ, ତହିଁରେ ମୁଁ ଏ ନଗରରୁ ପ୍ରସ୍ଥାନ କରିବି। ତହୁଁ ସେ ସ୍ତ୍ରୀ ଯୋୟାବକୁ କହିଲା, ଦେଖନ୍ତୁ, ପ୍ରାଚୀର ଦେଇ ତାହାର ମସ୍ତକ ଆପଣଙ୍କ ନିକଟକୁ ପକାଯିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 କଥା ସେପରି ନୁହେଁ; ମାତ୍ର ବିଖ୍ରିିର ପୁତ୍ର ଶେବଃ ନାମରେ ଜଣେ ଇଫ୍ରୟିମ-ପର୍ବତମୟ ଦେଶୀୟ ଲୋକ ଦାଉଦ ରାଜାଙ୍କ ପ୍ରତିକୂଳରେ ଆପଣା ହସ୍ତ ଉଠାଇଅଛି; କେବଳ ତାଙ୍କୁ ସମର୍ପି ଦିଅ, ତହିଁରେ ମୁଁ ଏ ନଗରରୁ ପ୍ରସ୍ଥାନ କରିବି।” ତହୁଁ ସେ ସ୍ତ୍ରୀ ଯୋୟାବକୁ କହିଲା, “ଦେଖନ୍ତୁ, ପ୍ରାଚୀର ଦେଇ ତାହାର ମସ୍ତକ ଆପଣଙ୍କ ନିକଟକୁ ପକାଯିବ।” Viz kapitolaପବିତ୍ର ବାଇବଲ21 କିନ୍ତୁ ତୁମ୍ଭର ସହରରେ ଇଫ୍ରୟିମ ପର୍ବତମୟ ଦେଶୀୟ ଲୋକ ଅଛି ଯାହାର ନାମ ଶେବଃ, ସେ ବିଖ୍ରିର ପୁତ୍ର। ସେ ରାଜାଙ୍କର ବିରୁଦ୍ଧାଚରଣ କରୁଅଛି। ତାକୁ ମୋତେ ଦିଅ ମୁଁ ଏଠାରୁ ପରିତ୍ୟାଗ କରିବି।” ସେହି ସ୍ତ୍ରୀ ଯୋୟାବକୁ କହିଲା, “ଠିକ୍ ଅଛି ପ୍ରାଚୀର ଦେଇ ତା'ର ମସ୍ତକ ତୁମ୍ଭର ନିକଟକୁ ପକାଯିବ।” Viz kapitola |