2 ଶାମୁୟେଲ 20:22 - ଓଡିଆ ବାଇବେଲ22 ଏଉତ୍ତାରେ ସେ ସ୍ତ୍ରୀ ଆପଣା ବୁଦ୍ଧିରେ ସମସ୍ତ ଲୋକଙ୍କ ନିକଟକୁ ଗଲା। ତହୁଁ ଲୋକମାନେ ବିଖ୍ରିିର ପୁତ୍ର ଶେବଃର ମସ୍ତକ କାଟି ଯୋୟାବ ନିକଟକୁ ବାହାରେ ପକାଇଦେଲେ। ତହିଁରେ ସେ ତୂରୀ ବଜାନ୍ତେ, ଲୋକମାନେ ନଗରରୁ ଛିନ୍ନଭିନ୍ନ ହୋଇ ପ୍ରତ୍ୟେକ ଲୋକ ଆପଣା ଆପଣା ତମ୍ବୁକୁ ଗଲେ। ପୁଣି ଯୋୟାବ ଯିରୂଶାଲମକୁ ରାଜାଙ୍କ ନିକଟକୁ ଫେରିଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)22 ଏଉତ୍ତାରେ ସେ ସ୍ତ୍ରୀ ଆପଣା ବୁଦ୍ଧିରେ ସମସ୍ତ ଲୋକଙ୍କ ନିକଟକୁ ଗଲା। ତହୁଁ ଲୋକମାନେ ବିଖ୍ରିର ପୁତ୍ର ଶେବଃର ମସ୍ତକ କାଟି ଯୋୟାବ ନିକଟକୁ ବାହାରେ ପକାଇଦେଲେ। ତହିଁରେ ସେ ତୂରୀ ବଜାନ୍ତେ, ଲୋକମାନେ ନଗରରୁ ଛିନ୍ନଭିନ୍ନ ହୋଇ ପ୍ରତ୍ୟେକ ଲୋକ ଆପଣା ଆପଣା ତମ୍ଵୁକୁ ଗଲେ। ପୁଣି ଯୋୟାବ ଯିରୂଶାଲମକୁ ରାଜାଙ୍କ କତିକି ଫେରିଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏଉତ୍ତାରେ ସେ ସ୍ତ୍ରୀ ଆପଣା ବୁଦ୍ଧିରେ ସମସ୍ତ ଲୋକଙ୍କ ନିକଟକୁ ଗଲା। ତହୁଁ ଲୋକମାନେ ବିଖ୍ରିିର ପୁତ୍ର ଶେବଃର ମସ୍ତକ କାଟି ଯୋୟାବ ନିକଟକୁ ବାହାରେ ପକାଇଦେଲେ। ତହିଁରେ ସେ ତୂରୀ ବଜାନ୍ତେ, ଲୋକମାନେ ନଗରରୁ ଛିନ୍ନଭିନ୍ନ ହୋଇ ପ୍ରତ୍ୟେକ ଲୋକ ଆପଣା ଆପଣା ତମ୍ବୁକୁ ଗଲେ। ପୁଣି ଯୋୟାବ ଯିରୂଶାଲମକୁ ରାଜାଙ୍କ ନିକଟକୁ ଫେରିଗଲା। Viz kapitolaପବିତ୍ର ବାଇବଲ22 ତା'ପରେ ସେ ନଗରର ସମସ୍ତ ଲୋକମାନଙ୍କୁ ବିଜ୍ଞତାର ସହିତ କହିଲା। ଲୋକମାନେ ବିଖ୍ରିର ପୁତ୍ର ଶେବଃର ମୁଣ୍ଡ କାଟି ପ୍ରାଚୀର ଉପର ଦେଇ ଯୋୟାବ ନିକଟକୁ ଫୋପାଡ଼ି ଦେଲେ। ତେଣୁ ଯୋୟାବ ତୂରୀ ବଜାଇଲେ ଏବଂ ଲୋକମାନେ ଓ ସୈନ୍ୟମାନେ ନିଜ ନିଜ ତମ୍ବୁକୁ ପଳାୟନ କଲେ, ଯୋୟାବ ଯିରୁଶାଲମକୁ ରାଜାଙ୍କ ନିକଟକୁ ଆସିଲେ। Viz kapitola |