2 ଶାମୁୟେଲ 21:1 - ଓଡିଆ ବାଇବେଲ1 ଦାଉଦଙ୍କର ସମୟରେ କ୍ରମାଗତ ତିନି ବର୍ଷ ଦୁର୍ଭିକ୍ଷ ହେଲା; ତହିଁରେ ଦାଉଦ ସଦାପ୍ରଭୁଙ୍କ ମୁଖ ଅନ୍ୱେଷଣ କରନ୍ତେ, ସଦାପ୍ରଭୁ କହିଲେ, “ଶାଉଲ ଓ ତାହାର ରକ୍ତପାତୀ ବଂଶ ସକାଶୁ ଏହା ହେଉଅଛି, ଯେହେତୁ ସେ ଗିବୀୟୋନୀୟ ଲୋକମାନଙ୍କୁ ବଧ କରିଥିଲା।” Viz kapitolaପବିତ୍ର ବାଇବଲ (Re-edited) - (BSI)1 ଦାଉଦଙ୍କର ସମୟରେ କ୍ରମାଗତ ତିନି ବର୍ଷ ଦୁର୍ଭିକ୍ଷ ହେଲା; ତହିଁରେ ଦାଉଦ ସଦାପ୍ରଭୁଙ୍କ ମୁଖ ଅନ୍ଵେଷଣ କରନ୍ତେ, ସଦାପ୍ରଭୁ କହିଲେ, ଶାଉଲ ଓ ତାହାର ରକ୍ତପାତୀ ବଂଶ ସକାଶୁ ଏହା ହେଉଅଛି, ଯେହେତୁ ସେ ଗିବୀୟୋନୀୟ ଲୋକମାନଙ୍କୁ ବଧ କରିଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଦାଉଦଙ୍କର ସମୟରେ କ୍ରମାଗତ ତିନି ବର୍ଷ ଦୁର୍ଭିକ୍ଷ ହେଲା; ତହିଁରେ ଦାଉଦ ସଦାପ୍ରଭୁଙ୍କ ମୁଖ ଅନ୍ୱେଷଣ କରନ୍ତେ, ସଦାପ୍ରଭୁ କହିଲେ, “ଶାଉଲ ଓ ତାହାର ରକ୍ତପାତୀ ବଂଶ ସକାଶୁ ଏହା ହେଉଅଛି, ଯେହେତୁ ସେ ଗିବୀୟୋନୀୟ ଲୋକମାନଙ୍କୁ ବଧ କରିଥିଲା।” Viz kapitolaପବିତ୍ର ବାଇବଲ1 ଦାଉଦଙ୍କ ରାଜତ୍ୱ ସମୟରେ କ୍ରମାଗତ ତିନି ବର୍ଷ ଧରି ଦୁର୍ଭିକ୍ଷ ହେଲା। ଏହି ସମୟରେ ରାଜା ଦାଉଦ ସଦାପ୍ରଭୁଙ୍କୁ ପ୍ରାର୍ଥନା କରନ୍ତେ ସଦାପ୍ରଭୁ ଉତ୍ତର ଦେଇ କହିଲେ, “ଶାଉଲ ଓ ତା'ର ହତ୍ୟାକାରୀ ବଂଶ ଯୋଗୁଁ ଏପରି ହେଉଛି। ଯେହେତୁ ସେ ଗିବିୟୋନୀୟମାନଙ୍କୁ ହତ୍ୟା କରିଥିଲା।” Viz kapitola |