Online Bible

- Reklamy -




2 ଶାମୁୟେଲ 21:10 - ଓଡିଆ ବାଇବେଲ

10 ଏଉତ୍ତାରେ ଅୟାର କନ୍ୟା ରିସ୍‍ପା ଅଖା ନେଇ ଶସ୍ୟଚ୍ଛେଦନର ଆରମ୍ଭାବଧି ଆକାଶରୁ ସେମାନଙ୍କ ଉପରେ ଜଳ ବର୍ଷିବା ପର୍ଯ୍ୟନ୍ତ ସେହି ଶୈଳ ଉପରେ ଓ ଶବ ନିକଟରେ ଆପଣା ପାଇଁ ତାହା ପ୍ରସାରିଲା; ଆଉ ସେ ଦିନ ବେଳେ ଆକାଶର ପକ୍ଷୀଗଣକୁ ସେମାନଙ୍କ ଉପରେ ବସିବାକୁ, କିଅବା ରାତ୍ରି ବେଳେ ବନ ପଶୁଗଣକୁ ଆସିବାକୁ ଦେଲା ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ଏଉତ୍ତାରେ ଅୟାର କନ୍ୟା ରିସ୍ପା ଅଖା ନେଇ ଶସ୍ୟଚ୍ଛେଦନର ଆରମ୍ଭାବଧି ଆକାଶରୁ ସେମାନଙ୍କ ଉପରେ ଜଳ ବର୍ଷିବା ପର୍ଯ୍ୟନ୍ତ ସେହି ଶୈଳ ଉପରେ ଆପଣା ପାଇଁ ତାହା ପ୍ରସାରିଲା; ଆଉ ସେ ଦିନ ବେଳେ ଆକାଶ-ପକ୍ଷୀଗଣକୁ ସେମାନଙ୍କ ଉପରେ ବସିବାକୁ, କିଅବା ରାତ୍ରି ବେଳେ ବନପଶୁଗଣକୁ ଆସିବାକୁ ଦେଲା ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏଉତ୍ତାରେ ଅୟାର କନ୍ୟା ରିସ୍ପା ଅଖା ନେଇ ଶସ୍ୟଚ୍ଛେଦନର ଆରମ୍ଭାବଧି ଆକାଶରୁ ସେମାନଙ୍କ ଉପରେ ଜଳ ବର୍ଷିବା ପର୍ଯ୍ୟନ୍ତ ସେହି ଶୈଳ ଉପରେ ଓ ଶବ ନିକଟରେ ଆପଣା ପାଇଁ ତାହା ପ୍ରସାରିଲା; ଆଉ ସେ ଦିନ ବେଳେ ଆକାଶର ପକ୍ଷୀଗଣକୁ ସେମାନଙ୍କ ଉପରେ ବସିବାକୁ, କିଅବା ରାତ୍ରି ବେଳେ ବନ ପଶୁଗଣକୁ ଆସିବାକୁ ଦେଲା ନାହିଁ।

Viz kapitola kopírovat

ପବିତ୍ର ବାଇବଲ

10 ବର୍ତ୍ତମାନ ଅୟାର କନ୍ୟା ରି‌ସ୍‌ପା ଅଖା ନେଇ ଶସ୍ୟଅମଳ ଋତୁର ଆରମ୍ଭରୁ ବର୍ଷା ହେବା ପର୍ଯ୍ୟନ୍ତ ସେହି ଶୈଳ ଉପରେ ଆପଣା ପାଇଁ ତାହା ପ୍ରସାରିଲା। ସେ ଦିନରାତି ସେହି ଶରୀରଗୁଡ଼ିକୁ ଜଗିବାକୁ ସେଠାରେ ରହିଲା। ଆଉ ସେ ଦିନ ବେଳେ ଆକାଶ ପକ୍ଷୀଗଣକୁ ସେମାନଙ୍କ ଉପରେ ବସିବାକୁ କିଅବା ରାତ୍ରି ବେଳେ ବନପଶୁଗଣକୁ ଆସିବାକୁ ଦେଲା ନାହିଁ।

Viz kapitola kopírovat




2 ଶାମୁୟେଲ 21:10

Následuj nás:

Reklamy


Reklamy