2 ଶାମୁୟେଲ 21:6 - ଓଡିଆ ବାଇବେଲ6 ତାହାରି ସନ୍ତାନମାନଙ୍କ ମଧ୍ୟରୁ ସାତ ଜଣ ପୁରୁଷ ଆମ୍ଭମାନଙ୍କ ହସ୍ତରେ ସମର୍ପିତ ହେଉନ୍ତୁ, ତହିଁରେ ଆମ୍ଭେମାନେ ସଦାପ୍ରଭୁଙ୍କ ମନୋନୀତ ଶାଉଲର ଗିବୀୟାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେମାନଙ୍କୁ ଟଙ୍ଗାଇ ଦେବା।” ଏଥିରେ ରାଜା କହିଲେ, “ମୁଁ ସେମାନଙ୍କୁ ସମର୍ପି ଦେବି।” Viz kapitolaପବିତ୍ର ବାଇବଲ (Re-edited) - (BSI)6 ତାହାରି ସନ୍ତାନମାନଙ୍କ ମଧ୍ୟରୁ ସାତ ଜଣ ପୁରୁଷ ଆମ୍ଭମାନଙ୍କ ହସ୍ତରେ ସମର୍ପିତ ହେଉନ୍ତୁ, ତହିଁରେ ଆମ୍ଭେମାନେ ସଦାପ୍ରଭୁଙ୍କ ମନୋନୀତ ଶାଉଲର ଗିବୀୟାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେମାନଙ୍କୁ ଟଙ୍ଗାଇ ଦେବା। ଏଥିରେ ରାଜା କହିଲେ, ମୁଁ ସେମାନଙ୍କୁ ସମର୍ପି ଦେବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତାହାରି ସନ୍ତାନମାନଙ୍କ ମଧ୍ୟରୁ ସାତ ଜଣ ପୁରୁଷ ଆମ୍ଭମାନଙ୍କ ହସ୍ତରେ ସମର୍ପିତ ହେଉନ୍ତୁ, ତହିଁରେ ଆମ୍ଭେମାନେ ସଦାପ୍ରଭୁଙ୍କ ମନୋନୀତ ଶାଉଲର ଗିବୀୟାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେମାନଙ୍କୁ ଟଙ୍ଗାଇ ଦେବା।” ଏଥିରେ ରାଜା କହିଲେ, “ମୁଁ ସେମାନଙ୍କୁ ସମର୍ପି ଦେବି।” Viz kapitolaପବିତ୍ର ବାଇବଲ6 ତାହାରି ସନ୍ତାନମାନଙ୍କ ମଧ୍ୟରୁ ସାତ ଜଣ ପୁରୁଷ ଆମ୍ଭମାନଙ୍କ ହସ୍ତରେ ସମର୍ପିତ ହୁଅନ୍ତୁ। ତହିଁରେ ଆମ୍ଭେମାନେ ସଦାପ୍ରଭୁଙ୍କ ମନୋନୀତ ଶାଉଲଙ୍କର ଗିବିୟାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେମାନଙ୍କୁ ଟଙ୍ଗାଇ ଦେବା।” ଏଥିରେ ରାଜା କହିଲେ, “ମୁଁ ସେମାନଙ୍କୁ ସମର୍ପି ଦେବି।” Viz kapitola |