2 ଶାମୁୟେଲ 22:18 - ଓଡିଆ ବାଇବେଲ18 ସେ ମୋହର ବଳବାନ ଶତ୍ରୁଠାରୁ ଓ ମୋହର ଘୃଣାକାରୀମାନଙ୍କଠାରୁ ମୋତେ ରକ୍ଷା କଲେ; କାରଣ ସେମାନେ ମୋ’ଠାରୁ ଅତି ବଳବାନ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ସେ ମୋହର ବଳବାନ ଶତ୍ରୁଠାରୁ ଓ ମୋହର ଘୃଣାକାରୀ-ମାନଙ୍କଠାରୁ ମୋତେ ରକ୍ଷା କଲେ; କାରଣ ସେମାନେ ମୋର ପ୍ରତି ଅତି ବଳବାନ ଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେ ମୋହର ବଳବାନ ଶତ୍ରୁଠାରୁ ଓ ମୋହର ଘୃଣାକାରୀମାନଙ୍କଠାରୁ ମୋତେ ରକ୍ଷା କଲେ; କାରଣ ସେମାନେ ମୋʼ ଠାରୁ ଅତି ବଳବାନ ଥିଲେ। Viz kapitolaପବିତ୍ର ବାଇବଲ18 ମୋର ଶତ୍ରୁମାନେ ମୋ'ଠାରୁ ଶକ୍ତିଶାଳୀ ଥିଲେ, ସେମାନେ ମୋତେ ଘୃଣା କରୁଥିଲେ। ମୋର ଶତ୍ରୁମାନେ ମୋ’ ପ୍ରତି ଅଧିକ ଶକ୍ତିଶାଳୀ ଥିଲେ। ତେଣୁ ପରମେଶ୍ୱର ମୋତେ ରକ୍ଷା କଲେ। Viz kapitola |