Online Bible

- Reklamy -




2 ଶାମୁୟେଲ 22:30 - ଓଡିଆ ବାଇବେଲ

30 କାରଣ ମୁଁ ତୁମ୍ଭ ଦ୍ୱାରା ସୈନ୍ୟ ଉପରେ ଦୌଡ଼େ; ମୁଁ ଆପଣା ପରମେଶ୍ୱରଙ୍କ ଦ୍ୱାରା ପାଚେରୀ ଡିଏଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

30 କାରଣ ମୁଁ ତୁମ୍ଭ ଦ୍ଵାରା ସୈନ୍ୟ ଉପରେ ଦୌଡ଼େ; ମୁଁ ଆପଣା ପରମେଶ୍ଵରଙ୍କ ଦ୍ଵାରା ପାଚେରୀ ଡିଏଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 କାରଣ ମୁଁ ତୁମ୍ଭ ଦ୍ୱାରା ସୈନ୍ୟ ଉପରେ ଦୌଡ଼େ; ମୁଁ ଆପଣା ପରମେଶ୍ୱରଙ୍କ ଦ୍ୱାରା ପାଚେରୀ ଡିଏଁ।

Viz kapitola kopírovat

ପବିତ୍ର ବାଇବଲ

30 ହେ ସଦାପ୍ରଭୁ, ତୁମ୍ଭର ସାହାଯ୍ୟରେ ମୁଁ ସୈନ୍ୟମାନଙ୍କ ସହିତ ଲଢ଼ିପାରେ। ପରମେଶ୍ୱରଙ୍କ ସାହାଯ୍ୟରେ ମୁଁ ଶତ୍ରୁର ପ୍ରାଚୀରକୁ ଚଢ଼ିଯାଇପାରେ।

Viz kapitola kopírovat




2 ଶାମୁୟେଲ 22:30

Následuj nás:

Reklamy


Reklamy