2 ଶାମୁୟେଲ 22:38 - ଓଡିଆ ବାଇବେଲ38 ମୁଁ ଆପଣା ଶତ୍ରୁମାନଙ୍କ ପଛେ ପଛେ ଗୋଡ଼ାଇ ସେମାନଙ୍କୁ ବିନାଶ କରିଅଛି ଓ ସେମାନେ ସଂହାରିତ ହେବା ପର୍ଯ୍ୟନ୍ତ ମୁଁ ଫେରିଲି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)38 ମୁଁ ଆପଣା ଶତ୍ରୁମାନଙ୍କ ପଛେ ପଛେ ଗୋଡ଼ାଇ ସେମାନଙ୍କୁ ବିନାଶ କରିଅଛି ଓ ସେମାନେ ସଂହାରିତ ହେବା ପର୍ଯ୍ୟନ୍ତ ମୁଁ ଫେରିଲି ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ମୁଁ ଆପଣା ଶତ୍ରୁମାନଙ୍କ ପଛେ ପଛେ ଗୋଡ଼ାଇ ସେମାନଙ୍କୁ ବିନାଶ କରିଅଛି ଓ ସେମାନେ ସଂହାରିତ ହେବା ପର୍ଯ୍ୟନ୍ତ ମୁଁ ଫେରିଲି ନାହିଁ। Viz kapitolaପବିତ୍ର ବାଇବଲ38 ମୁଁ ମୋର ଶତ୍ରୁମାନଙ୍କୁ ବିନାଶ କରିବା ପାଇଁ ସେମାନଙ୍କୁ ଗୋଡ଼ାଇବି, ସେମାନଙ୍କୁ ଧ୍ୱଂସ ନ କରିବା ଯାଏ। ସେମାନେ ବିନାଶ ନ ହେବା ପର୍ଯ୍ୟନ୍ତ ମୁଁ ଫେରିବି ନାହିଁ। Viz kapitola |