2 ଶାମୁୟେଲ 22:44 - ଓଡିଆ ବାଇବେଲ44 ତୁମ୍ଭେ ମଧ୍ୟ ମୋ’ ଲୋକମାନଙ୍କ ବିବାଦରୁ ମୋତେ ରକ୍ଷା କରିଅଛ; ତୁମ୍ଭେ ମୋତେ ଅନ୍ୟ ଦେଶୀୟମାନଙ୍କ ମସ୍ତକ ହେବା ପାଇଁ ରଖିଅଛ; ମୋହର ଅପରିଚିତ ଲୋକମାନେ ମୋହର ସେବା କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)44 ତୁମ୍ଭେ ମଧ୍ୟ ମୋʼ ଲୋକମାନଙ୍କ ବିବାଦରୁ ମୋତେ ରକ୍ଷା କରିଅଛ; ତୁମ୍ଭେ ମୋତେ ଅନ୍ୟ ଦେଶୀୟମାନଙ୍କ ମସ୍ତକ ହେବା ପାଇଁ ରଖିଅଛ; ମୋହର ଅପରିଚିତ ଲୋକମାନେ ମୋହର ସେବା କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 ତୁମ୍ଭେ ମଧ୍ୟ ମୋʼ ଲୋକମାନଙ୍କ ବିବାଦରୁ ମୋତେ ରକ୍ଷା କରିଅଛ; ତୁମ୍ଭେ ମୋତେ ଅନ୍ୟ ଦେଶୀୟମାନଙ୍କ ମସ୍ତକ ହେବା ପାଇଁ ରଖିଅଛ; ମୋହର ଅପରିଚିତ ଲୋକମାନେ ମୋହର ସେବା କରିବେ। Viz kapitolaପବିତ୍ର ବାଇବଲ44 ଯେଉଁମାନେ ମୋ’ ବିରୁଦ୍ଧରେ ଲାଗିଛନ୍ତି, ସେମାନଙ୍କଠାରୁ ମୋତେ ରକ୍ଷା କର। ମୋତେ ସେହିସବୁ ରାଜ୍ୟର ନେତା କର। ଯେଉଁ ଲୋକମାନଙ୍କୁ ମୁଁ ଜାଣି ନାହିଁ, ସେମାନେ ମୋର ସେବା କରିବେ। Viz kapitola |