2 ଶାମୁୟେଲ 22:5 - ଓଡିଆ ବାଇବେଲ5 କାରଣ ମୃତ୍ୟୁୁରୂପ ଲହରୀ ମୋତେ ବେଷ୍ଟନ କଲା, ଦୁଷ୍ଟମାନଙ୍କ ପ୍ଲାବନ(ଜୁଆର) ମୋତେ ଭୀତ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)5 କାରଣ ମୃତ୍ୟୁରୂପ ଲହରୀ ମୋତେ ବେଷ୍ଟନ କଲା, ପାପାଧମତାର ପ୍ଳାବନ ମୋତେ ଭୀତ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ମୃତ୍ୟୁୁରୂପ ଲହରୀ ମୋତେ ବେଷ୍ଟନ କଲା, ଦୁଷ୍ଟମାନଙ୍କ ପ୍ଲାବନ(ଜୁଆର) ମୋତେ ଭୀତ କଲା। Viz kapitolaପବିତ୍ର ବାଇବଲ5 ମୋର ଶତ୍ରୁମାନେ ସର୍ବଦା ମୋତେ ମାରିବାକୁ ଚେଷ୍ଟା କରିଛନ୍ତି। ମୃତ୍ୟୁର ଲହରୀ ମୋତେ ବେଷ୍ଟନ କଲା, ବନ୍ୟାଜଳ ମୋତେ ମୃତ୍ୟୁର ଗହ୍ୱରକୁ ନେଇଗଲା। Viz kapitola |