2 ଶାମୁୟେଲ 23:16 - ଓଡିଆ ବାଇବେଲ16 ତହିଁରେ ସେହି ତିନି ବୀର ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟ ଦେଇ ପଶି ଯାଇ ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପରୁ ଜଳ କାଢ଼ି ଦାଉଦଙ୍କ ନିକଟକୁ ତାହା ଆଣିଲେ; ମାତ୍ର ସେ ତହିଁରୁ ପାନ କରିବାକୁ ସମ୍ମତ ନୋହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଢାଳି ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ତହିଁରେ ସେହି ତିନି ବୀର ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟ ଦେଇ ପଶି ଯାଇ ବେଥ୍ଲିହିମ୍-ନଗରଦ୍ଵାର ନିକଟସ୍ଥ କୂପରୁ ଜଳ କାଢ଼ି ଦାଉଦଙ୍କ ନିକଟକୁ ତାହା ଆଣିଲେ; ମାତ୍ର ସେ ତହିଁରୁ ପାନ କରିବାକୁ ସମ୍ମତ ନୋହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଢାଳି ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତହିଁରେ ସେହି ତିନି ବୀର ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟଦେଇ ପଶିଯାଇ ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପରୁ ଜଳ କାଢ଼ି ଦାଉଦଙ୍କ ନିକଟକୁ ତାହା ଆଣିଲେ; ମାତ୍ର ସେ ତହିଁରୁ ପାନ କରିବାକୁ ସମ୍ମତ ନ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଢାଳିଦେଲେ। Viz kapitolaପବିତ୍ର ବାଇବଲ16 ତହିଁରେ ସେହି ତିନି ବୀର ରାସ୍ତାରେ ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟଦେଇ ପଶିଯାଇ ବୈଥ୍ଲେହମ ନଗରଦ୍ୱାର ନିକଟସ୍ଥ କୂଅରୁ ପାଣି ଆଣିଲେ। ମାତ୍ର ସେ ତହିଁରୁ ପିଇବାକୁ ସମ୍ମତ ନ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହାକୁ ଢାଳି ଦେଲେ। Viz kapitola |