2 ଶାମୁୟେଲ 23:18 - ଓଡିଆ ବାଇବେଲ18 ସେହି ତିନି ଜଣଙ୍କ ମଧ୍ୟରେ ସରୁୟାର ପୁତ୍ର ଯୋୟାବର ଭ୍ରାତା ଅବୀଶୟ ପ୍ରଧାନ ଥିଲା। ସେ ତିନି ଶହ ଲୋକ ବିରୁଦ୍ଧରେ ଆପଣା ବର୍ଚ୍ଛା ଉଠାଇ ସେମାନଙ୍କୁ ବଧ କରିଥିଲା, ଏଣୁ ସେ ଏହି ତିନିଙ୍କ ମଧ୍ୟରେ ନାମ ପାଇଲା। Viz kapitolaପବିତ୍ର ବାଇବଲ (Re-edited) - (BSI)18 ସେହି ତିନି ଜଣଙ୍କ ମଧ୍ୟରେ ସରୁୟାର ପୁତ୍ର ଯୋୟାବର ଭ୍ରାତା ଅବୀଶୟ ପ୍ରଧାନ ଥିଲା। ସେ ତିନି ଶହ ଲୋକ ବିରୁଦ୍ଧରେ ଆପଣା ବର୍ଚ୍ଛା ଉଠାଇ ସେମାନଙ୍କୁ ବଧ କରିଥିଲା, ଏଣୁ ସେ ଏହି ତିନିଙ୍କ ମଧ୍ୟରେ ନାମ ପାଇଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେହି ତିନି ଜଣଙ୍କ ମଧ୍ୟରେ ସରୁୟାର ପୁତ୍ର ଯୋୟାବର ଭ୍ରାତା ଅବୀଶୟ ପ୍ରଧାନ ଥିଲା। ସେ ତିନି ଶହ ଲୋକ ବିରୁଦ୍ଧରେ ଆପଣା ବର୍ଚ୍ଛା ଉଠାଇ ସେମାନଙ୍କୁ ବଧ କରିଥିଲା, ଏଣୁ ସେ ଏହି ତିନିଙ୍କ ମଧ୍ୟରେ ନାମ ପାଇଲା। Viz kapitolaପବିତ୍ର ବାଇବଲ18 ସେହି ତିନି ଜଣଙ୍କ ମଧ୍ୟରେ ସରୁୟାର ପୁତ୍ର ଯୋୟାବ, ଯୋୟାବର ଭ୍ରାତା ଅବୀଶୟ ମୁଖ୍ୟ ଥିଲେ। ସେ 300 ଲୋକ ବିରୁଦ୍ଧରେ ନିଜର ବର୍ଚ୍ଛା ଉଠାଇ ସେମାନଙ୍କୁ ହତ୍ୟା କରିଥିଲା। ଏଣୁ ସେ ଏହି ତିନିଙ୍କ ମଧ୍ୟରେ ବିଖ୍ୟାତ ହେଲା। Viz kapitola |