2 ଶାମୁୟେଲ 23:3 - ଓଡିଆ ବାଇବେଲ3 ଇସ୍ରାଏଲର ପରମେଶ୍ୱର କହିଲେ, ଇସ୍ରାଏଲର ଶୈଳ ମୋତେ କହିଲେ; ‘ଯେଉଁ ବ୍ୟକ୍ତି ଧର୍ମରେ ଲୋକମାନଙ୍କ ଉପରେ ରାଜତ୍ୱ କରିବ, ସେ ପରମେଶ୍ୱରଙ୍କ ଭୟରେ ରାଜତ୍ୱ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଇସ୍ରାଏଲର ପରମେଶ୍ଵର କହିଲେ, ଇସ୍ରାଏଲର ଶୈଳ ମୋତେ କହିଲେ; ଏକ ବ୍ୟକ୍ତି ଧର୍ମରେ ଲୋକ-ମାନଙ୍କ ଉପରେ ରାଜତ୍ଵ କରିବେ, ସେ ପରମେଶ୍ଵରଙ୍କ ଭୟରେ ରାଜତ୍ଵ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଇସ୍ରାଏଲର ପରମେଶ୍ୱର କହିଲେ, ଇସ୍ରାଏଲର ଶୈଳ ମୋତେ କହିଲେ; ଯେଉଁ ବ୍ୟକ୍ତି ଧର୍ମରେ ଲୋକମାନଙ୍କ ଉପରେ ରାଜତ୍ୱ କରିବ, ସେ ପରମେଶ୍ୱରଙ୍କ ଭୟରେ ରାଜତ୍ୱ କରିବ। Viz kapitolaପବିତ୍ର ବାଇବଲ3 ଇସ୍ରାଏଲର ପରମେଶ୍ୱର କହିଲେ, ଇସ୍ରାଏଲର ଶୈଳ ମୋତେ କହିଲେ, ‘ଯେଉଁ ବ୍ୟକ୍ତି ନ୍ୟାୟ ଭାବରେ ଲୋକମାନଙ୍କୁ ଶାସନ କରେ, ଯିଏ ସଦାପ୍ରଭୁଙ୍କ ଭୟରେ ଓ ଭକ୍ତିରେ ଶାସନ କରେ। Viz kapitola |