Online Bible

- Reklamy -




2 ଶାମୁୟେଲ 24:24 - ଓଡିଆ ବାଇବେଲ

24 ତହିଁରେ ରାଜା ଅରୌଣାକୁ କହିଲେ, “ନା, ମାତ୍ର ମୁଁ ଅବଶ୍ୟ ମୂଲ୍ୟ ଦେଇ ତୁମ୍ଭଠାରୁ ଏସବୁ କିଣିବି; ଆଉ ମୁଁ ସଦାପ୍ରଭୁ ମୋ’ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବିନାମୂଲ୍ୟର ହୋମବଳି ଉତ୍ସର୍ଗ କରିବି ନାହିଁ।” ତହୁଁ ଦାଉଦ ପଚାଶ ଶେକଲ (ଏକ ଶେକଲ ୧୨ ଗ୍ରାମ୍) ରୂପାରେ ସେହି ଶସ୍ୟମର୍ଦ୍ଦନ ସ୍ଥାନ ଓ ବୃଷସବୁ କିଣିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ତହିଁରେ ରାଜା ଅରୌଣାକୁ କହିଲେ, ନା; ମାତ୍ର ମୁଁ ଅବଶ୍ୟ ମୂଲ୍ୟ ଦେଇ ତୁମ୍ଭଠାରୁ ଏସବୁ କିଣିବି; ଆଉ ମୁଁ ସଦାପ୍ରଭୁ ମୋʼ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ବିନାମୂଲ୍ୟର ହୋମବଳି ଉତ୍ସର୍ଗ କରିବି ନାହିଁ। ତହୁଁ ଦାଉଦ ପଚାଶ ଶେକଲ ରୂପାରେ ସେହି ଶସ୍ୟମର୍ଦ୍ଦନ ସ୍ଥାନ ଓ ବୃଷସବୁ କିଣିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ତହିଁରେ ରାଜା ଅରୌଣାକୁ କହିଲେ, “ନା, ମାତ୍ର ମୁଁ ଅବଶ୍ୟ ମୂଲ୍ୟ ଦେଇ ତୁମ୍ଭଠାରୁ ଏସବୁ କିଣିବି; ଆଉ ମୁଁ ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବିନାମୂଲ୍ୟର ହୋମବଳି ଉତ୍ସର୍ଗ କରିବି ନାହିଁ।” ତହୁଁ ଦାଉଦ ପଚାଶ ଶେକଲ (ଏକ ଶେକଲ ୧୨ ଗ୍ରାମ୍) ରୂପାରେ ସେହି ଶସ୍ୟମର୍ଦ୍ଦନ ସ୍ଥାନ ଓ ବୃଷସବୁ କିଣିଲେ।

Viz kapitola kopírovat

ପବିତ୍ର ବାଇବଲ

24 ତହିଁରେ ରାଜା ଅରୌଣାକୁ କହିଲେ, “ନା, ମୁଁ ଅବଶ୍ୟ ମୂଲ୍ୟ ଦେଇ ତୁମ୍ଭଠାରୁ ଏସବୁ କିଣିବି ଆଉ ମୁଁ ସଦାପ୍ରଭୁ ମୋ’ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବିନା ମୂଲ୍ୟର ହୋମବଳି ଉତ୍ସର୍ଗ କରିବି ନାହିଁ।” ତହୁଁ ଦାଉଦ ପଗ୍ଭଶ୍ ଶେକଲ ରୂପାରେ ସେହି ଶସ୍ୟ ମର୍ଦ୍ଦନ ସ୍ଥାନ ଓ ବୃଷ ସବୁ କିଣିଲେ।

Viz kapitola kopírovat




2 ଶାମୁୟେଲ 24:24

Následuj nás:

Reklamy


Reklamy