2 ଶାମୁୟେଲ 3:12 - ଓଡିଆ ବାଇବେଲ12 ଏଉତ୍ତାରେ ଅବ୍ନର ଆପଣା ପକ୍ଷରୁ ଦାଉଦଙ୍କ ନିକଟକୁ ବାର୍ତ୍ତାବହ ପଠାଇ କହିଲା, “ଏ ଦେଶ କାହାର ? ଆହୁରି କହିଲା, ‘ଆପଣ ମୋ’ ସଙ୍ଗରେ ନିୟମ କରନ୍ତୁ, ତହିଁରେ ଦେଖନ୍ତୁ, ସମସ୍ତ ଇସ୍ରାଏଲକୁ ଆପଣଙ୍କ ନିକଟକୁ ଆଣିବା ପାଇଁ ମୋ’ ହସ୍ତ ଆପଣଙ୍କର ସହାୟ ହେବ।’” Viz kapitolaପବିତ୍ର ବାଇବଲ (Re-edited) - (BSI)12 ଏଉତ୍ତାରେ ଅବ୍ନର ଆପଣା ପକ୍ଷରୁ ଦାଉଦଙ୍କ ନିକଟକୁ ଦୂତଗଣ ପଠାଇ କହିଲା, ଏ ଦେଶ କାହାର? ଆହୁରି କହିଲା, ଆପଣ ମୋʼ ସଙ୍ଗରେ ନିୟମ କରନ୍ତୁ, ତହିଁରେ ଦେଖନ୍ତୁ, ସମସ୍ତ ଇସ୍ରାଏଲକୁ ଆପଣଙ୍କ ନିକଟକୁ ଆଣିବା ପାଇଁ ମୋʼ ହସ୍ତ ଆପଣଙ୍କର ସହାୟ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଉତ୍ତାରେ ଅବ୍ନର ଆପଣା ପକ୍ଷରୁ ଦାଉଦଙ୍କ ନିକଟକୁ ବାର୍ତ୍ତାବହ ପଠାଇ କହିଲା, “ଏ ଦେଶ କାହାର?” ଆହୁରି କହିଲା, “ଆପଣ ମୋʼ ସଙ୍ଗରେ ନିୟମ କରନ୍ତୁ, ତହିଁରେ ଦେଖନ୍ତୁ, ସମସ୍ତ ଇସ୍ରାଏଲକୁ ଆପଣଙ୍କ ନିକଟକୁ ଆଣିବା ପାଇଁ ମୋʼ ହସ୍ତ ଆପଣଙ୍କର ସହାୟ ହେବ।” Viz kapitolaପବିତ୍ର ବାଇବଲ12 ଅବ୍ନର ଦାଉଦଙ୍କ ନିକଟକୁ ଦୂତଗଣ ପଠାଇଲେ ଏବଂ କହିଲେ, “ଏ ଦେଶକୁ କିଏ ଶାସନ କରିବା ଯୋଗ୍ୟ ବ୍ୟକ୍ତି ବୋଲି ତୁମ୍ଭେ ଭାବୁଛ? ମୋ’ ସହିତ ତୁମ୍ଭେ ଏକ ଚୁକ୍ତି କର ଏବଂ ସମଗ୍ର ଇସ୍ରାଏଲ ଉପରେ ତୁମ୍ଭେ ରାଜତ୍ୱ କରିବା ପାଇଁ ମୁଁ ତୁମ୍ଭକୁ ସାହାଯ୍ୟ କରିବି।” Viz kapitola |