2 ଶାମୁୟେଲ 3:16 - ଓଡିଆ ବାଇବେଲ16 ଏଣୁ ତାହାର ସ୍ୱାମୀ ରୋଦନ କରି କରି ତାହା ସଙ୍ଗେ ଆସି ବହୁରୀମ ନଗର ପର୍ଯ୍ୟନ୍ତ ତାହା ପଛେ ପଛେ ଗଲା। ଏଥିରେ ଅବ୍ନର ତାହାକୁ କହିଲା, “ଯାଅ ଗୃହକୁ ଫେରି ଯାଅ,” ତହୁଁ ସେ ଫେରି ଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଏଣୁ ତାହାର ସ୍ଵାମୀ ରୋଦନ କରି କରି ତାହା ସଙ୍ଗେ ଆସି ବହୁରୀମ ପର୍ଯ୍ୟନ୍ତ ତାହା ପଛେ ପଛେ ଗଲା। ଏଥିରେ ଅବ୍ନର ତାହାକୁ କହିଲା, ଯାଅ ଫେରିଯାଅ; ତହୁଁ ସେ ଫେରିଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଣୁ ତାହାର ସ୍ୱାମୀ ରୋଦନ କରି କରି ତାହା ସଙ୍ଗେ ଆସି ବହୁରୀମ ନଗର ପର୍ଯ୍ୟନ୍ତ ତାହା ପଛେ ପଛେ ଗଲା। ଏଥିରେ ଅବ୍ନର ତାହାକୁ କହିଲା, “ଯାଅ ଗୃହକୁ ଫେରିଯାଅ,” ତହୁଁ ସେ ଫେରିଗଲା। Viz kapitolaପବିତ୍ର ବାଇବଲ16 ତା'ର ସ୍ୱାମୀ ରୋଦନ କଲା ଏବଂ ବହୁରୀମ ପର୍ଯ୍ୟନ୍ତ ତାକୁ ଅନୁସରଣ କଲା। ତା'ପରେ ଅବ୍ନର ପଲ୍ଟିୟେଲ୍ଙ୍କୁ କହିଲା, “ଯାଅ, ଫେରିଯାଅ,” ତା'ପରେ ସେ ଫେରିଗଲା। Viz kapitola |