2 ଶାମୁୟେଲ 3:24 - ଓଡିଆ ବାଇବେଲ24 ଏଥିରେ ଯୋୟାବ ରାଜାଙ୍କ ନିକଟକୁ ଆସି କହିଲା, “ଆପଣ କଅଣ କଲେ ? ଦେଖନ୍ତୁ, ଅବ୍ନର ଆପଣଙ୍କ ନିକଟକୁ ଆସିଥିଲା, ଆପଣ କାହିଁକି ତାହାକୁ ବିଦାୟ କରି ଦେଲେ, ସେ ତ ଗଲାଣି ? Viz kapitolaପବିତ୍ର ବାଇବଲ (Re-edited) - (BSI)24 ଏଥିରେ ଯୋୟାବ ରାଜାଙ୍କ ନିକଟକୁ ଆସି କହିଲା, ଆପଣ କଅଣ କଲେ? ଦେଖନ୍ତୁ, ଅବ୍ନର ଆପଣଙ୍କ ନିକଟକୁ ଆସିଥିଲା, ଆପଣ କାହିଁକି ତାହାକୁ ବିଦାୟ କରି ଦେଲେ, ସେ ତ ଗଲାଣି? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏଥିରେ ଯୋୟାବ ରାଜାଙ୍କ ନିକଟକୁ ଆସି କହିଲା, “ଆପଣ କଅଣ କଲେ? ଦେଖନ୍ତୁ, ଅବ୍ନର ଆପଣଙ୍କ ନିକଟକୁ ଆସିଥିଲା, ଆପଣ କାହିଁକି ତାହାକୁ ବିଦାୟ କରିଦେଲେ, ସେ ତ ଗଲାଣି? Viz kapitolaପବିତ୍ର ବାଇବଲ24 ଯୋୟାବ ରାଜାଙ୍କ ସମ୍ମୁଖକୁ ଆସିଲେ ଏବଂ ପଗ୍ଭରିଲେ, “ଆପଣ କ’ଣ କଲେ? ଅବ୍ନର ଆପଣଙ୍କ ନିକଟକୁ ଆସିଥିଲା, କିନ୍ତୁ ଆପଣ ତାକୁ ଆଘାତ ନ କରି ପଠାଇ ଦେଲେ। Viz kapitola |