2 ଶାମୁୟେଲ 3:38 - ଓଡିଆ ବାଇବେଲ38 ଆହୁରି ରାଜା ଆପଣା ଦାସମାନଙ୍କୁ କହିଲେ, “ଆଜି ଇସ୍ରାଏଲ ମଧ୍ୟରେ ଜଣେ ଅଧିପତି ଓ ମହାନ ପୁରୁଷ ଯେ ପତିତ ହେଲା, ଏହା କି ତୁମ୍ଭେମାନେ ଜାଣ ନାହିଁ ? Viz kapitolaପବିତ୍ର ବାଇବଲ (Re-edited) - (BSI)38 ଆହୁରି ରାଜା ଆପଣା ଦାସମାନଙ୍କୁ କହିଲେ, ଆଜି ଇସ୍ରାଏଲ ମଧ୍ୟରେ ଜଣେ ଅଧିପତି ଓ ମହାନ ପୁରୁଷ ଯେ ପତିତ ହେଲା, ଏହା କି ତୁମ୍ଭେମାନେ ଜାଣ ନାହିଁ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ଆହୁରି ରାଜା ଆପଣା ଦାସମାନଙ୍କୁ କହିଲେ, “ଆଜି ଇସ୍ରାଏଲ ମଧ୍ୟରେ ଜଣେ ଅଧିପତି ଓ ମହାନ ପୁରୁଷ ଯେ ପତିତ ହେଲା, ଏହା କି ତୁମ୍ଭେମାନେ ଜାଣ ନାହିଁ? Viz kapitolaପବିତ୍ର ବାଇବଲ38 ରାଜା ଦାଉଦ ତାଙ୍କର ସୈନ୍ୟମାନଙ୍କୁ କହିଲେ, “ତୁମ୍ଭେମାନେ ଜାଣ ଯେ ଆଜି ଇସ୍ରାଏଲର ଜଣେ ମହତ୍ତ୍ୱପୂର୍ଣ୍ଣ ନେତାଙ୍କର ମୃତ୍ୟୁ ହେଲା। Viz kapitola |