2 ଶାମୁୟେଲ 4:7 - ଓଡିଆ ବାଇବେଲ7 (ଘଟଣା) ଏରୂପ ହେଲା ଯେ, ସେମାନେ ଗୃହ ଭିତରକୁ ଆସି ସେ ଆପଣା ଶୟନ ଗୃହରେ ଶଯ୍ୟା ଉପରେ ଶୋଇଥିବା ସମୟରେ ତାହାକୁ ଆଘାତ କରି ବଧ କଲେ ଓ ତାହାର ମସ୍ତକ କାଟି ସେହି ମସ୍ତକ ନେଇ ଆରାବା ନାମକ ଅର୍ଥାତ୍ ଯର୍ଦ୍ଦନ ଉପତ୍ୟକା ଦେଇ ରାତ୍ରିସାରା ଗମନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 (ଘଟଣା) ଏରୂପ ହେଲା ଯେ, ସେମାନେ ଗୃହ ଭିତରକୁ ଆସି ସେ ଆପଣା ଶୟନ ଗୃହରେ ଶଯ୍ୟା ଉପରେ ଶୋଇଥିବା ବେଳେ ତାହାକୁ ଆଘାତ କରି ବଧ କଲେ ଓ ତାହାର ମସ୍ତକ କାଟି ସେହି ମସ୍ତକ ନେଇ ପଦାଭୂମିର ପଥ ଦେଇ ରାତ୍ରିଯାକ ଗମନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 (ଘଟଣା) ଏରୂପ ହେଲା ଯେ, ସେମାନେ ଗୃହ ଭିତରକୁ ଆସି ସେ ଆପଣା ଶୟନ ଗୃହରେ ଶଯ୍ୟା ଉପରେ ଶୋଇଥିବା ସମୟରେ ତାହାକୁ ଆଘାତ କରି ବଧ କଲେ ଓ ତାହାର ମସ୍ତକ କାଟି ସେହି ମସ୍ତକ ନେଇ ଆରବା ନାମକ ଅର୍ଥାତ୍ ଯର୍ଦ୍ଦନ ଉପତ୍ୟକା ଦେଇ ରାତ୍ରିସାରା ଗମନ କଲେ। Viz kapitola |