2 ଶାମୁୟେଲ 5:10 - ଓଡିଆ ବାଇବେଲ10 ଆଉ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଦାଉଦଙ୍କର ସହାୟ ହେବାରୁ ସେ ଅଧିକରୁ ଅଧିକ ମହାନ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଆଉ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ଵର ଦାଉଦଙ୍କର ସହାୟ ହେବାରୁ ସେ ଆହୁରି ଆହୁରି ମହାନ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଦାଉଦଙ୍କର ସହାୟ ହେବାରୁ ସେ ଅଧିକରୁ ଅଧିକ ମହାନ ହେଲେ। Viz kapitolaପବିତ୍ର ବାଇବଲ10 ଆଉ ସର୍ବଶକ୍ତିମାନ ସଦାପ୍ରଭୁ ଦାଉଦଙ୍କର ସହାୟ ହେବାରୁ ଦାଉଦ ଆହୁରି ଅଧିକରୁ ଅଧିକ ଶକ୍ତିଶାଳୀ ହେଲେ। Viz kapitola |