2 ଶାମୁୟେଲ 6:20 - ଓଡିଆ ବାଇବେଲ20 ଏଥିଉତ୍ତାରେ ଦାଉଦ ଆପଣା ପରିବାରକୁ ଆଶୀର୍ବାଦ କରିବା ପାଇଁ ଫେରି ଗଲେ। ତହିଁରେ ଶାଉଲଙ୍କର କନ୍ୟା ମୀଖଲ ଦାଉଦଙ୍କୁ ଭେଟିବା ପାଇଁ ବାହାରେ ଆସି କହିଲା, “ଆଜି ଇସ୍ରାଏଲର ରାଜା କେଡ଼େ ଗୌରବ ପାଇଲେ, ସେ ଆଜି ଆପଣା ଦାସଗଣର ଦାସୀମାନଙ୍କ ସାକ୍ଷାତରେ ବିବସ୍ତ୍ର ହୋଇଥିଲେ, ଯେପରି କୌଣସି ଅଗାଡ଼ି ଲୋକ ନିର୍ଲଜ୍ଜ ରୂପେ ବିବସ୍ତ୍ର ହୁଏ !” Viz kapitolaପବିତ୍ର ବାଇବଲ (Re-edited) - (BSI)20 ଏଥିଉତ୍ତାରେ ଦାଉଦ ଆପଣା ପରିବାରକୁ ଆଶୀର୍ବାଦ କରିବା ପାଇଁ ଫେରି ଗଲେ। ତହିଁରେ ଶାଉଲଙ୍କର କନ୍ୟା ମୀଖଲ ଦାଉଦଙ୍କୁ ଭେଟିବା ପାଇଁ ବାହାରେ ଆସି କହିଲା, ଆଜି ଇସ୍ରାଏଲର ରାଜା କେଡ଼େ ଗୌରବ ପାଇଲେ, ସେ ଆଜି ଆପଣା ଦାସଗଣର ଦାସୀମାନଙ୍କ ସାକ୍ଷାତରେ ବିବସ୍ତ୍ର ହୋଇଥିଲେ, ଯେପରି କୌଣସି ଅଗାଡ଼ି ଲୋକ ନିର୍ଲଜ ରୂପେ ବିବସ୍ତ୍ର ହୁଏ! Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏଥିଉତ୍ତାରେ ଦାଉଦ ଆପଣା ପରିବାରକୁ ଆଶୀର୍ବାଦ କରିବା ପାଇଁ ଫେରିଗଲେ। ତହିଁରେ ଶାଉଲଙ୍କର କନ୍ୟା ମୀଖଲ ଦାଉଦଙ୍କୁ ଭେଟିବା ପାଇଁ ବାହାରେ ଆସି କହିଲା, “ଆଜି ଇସ୍ରାଏଲର ରାଜା କେଡ଼େ ଗୌରବ ପାଇଲେ, ସେ ଆଜି ଆପଣା ଦାସଗଣର ଦାସୀମାନଙ୍କ ସାକ୍ଷାତରେ ବିବସ୍ତ୍ର ହୋଇଥିଲେ, ଯେପରି କୌଣସି ଅଗାଡ଼ି ଲୋକ ନିର୍ଲଜ ରୂପେ ବିବସ୍ତ୍ର ହୁଏ!” Viz kapitolaପବିତ୍ର ବାଇବଲ20 ଦାଉଦ ଆଶୀର୍ବାଦ ଦେବାକୁ ନିଜର ଘରକୁ ଗଲେ, କିନ୍ତୁ ଶାଉଲଙ୍କ କନ୍ୟା ମୀଖଲ ବାହାରକୁ ଆସି ତାଙ୍କୁ ସାକ୍ଷାତ କଲେ ଓ କହିଲେ, “ଆଜି ଇସ୍ରାଏଲର ରାଜା ନିଜକୁ ନିଜେ ସମ୍ମାନ କଲେ ନାହିଁ। ତୁମ୍ଭେ ତୁମ୍ଭର ଦାସୀମାନଙ୍କ ସମ୍ମୁଖରେ ଲୁଗା କାଢ଼ି ପକାଇଲ। ତୁମ୍ଭେ ଜଣେ ନିର୍ବୋଧପରି କାର୍ଯ୍ୟ କଲ, ଯିଏ ନିଜର ବସ୍ତ୍ର ବିନା ଲଜ୍ଜାରେ କାଢ଼ି ପକାଏ।” Viz kapitola |