2 ଶାମୁୟେଲ 7:1 - ଓଡିଆ ବାଇବେଲ1 ଏଥିଉତ୍ତାରେ ରାଜା ଆପଣା ଗୃହରେ ବାସ କରିବା ବେଳେ ଓ ସଦାପ୍ରଭୁ ତାଙ୍କର ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କଠାରୁ ତାଙ୍କୁ ବିଶ୍ରାମ ଦେଲା ଉତ୍ତାରେ Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ରାଜା ଆପଣା ଗୃହରେ ବାସ କରିବାଣବେଳେ ଓ ସଦାପ୍ରଭୁ ତାଙ୍କର ଚତୁର୍ଦ୍ଦିଗ-ସ୍ଥିତ ଶତ୍ରୁମାନଙ୍କଠାରୁ ତାଙ୍କୁ ବିଶ୍ରାମ ଦେଲା ଉତ୍ତାରେ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ରାଜା ଆପଣା ଗୃହରେ ବାସ କରିବା ବେଳେ ଓ ସଦାପ୍ରଭୁ ତାଙ୍କର ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କଠାରୁ ତାଙ୍କୁ ବିଶ୍ରାମ ଦେଲା ଉତ୍ତାରେ Viz kapitolaପବିତ୍ର ବାଇବଲ1 ଏହା ପରେ ଦାଉଦ, ଯେତେବେଳେ ନୂତନ ଗୃହକୁ ଗମନ କଲେ, ସଦାପ୍ରଭୁ ତାଙ୍କୁ ତାଙ୍କର ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କଠାରୁ ଶାନ୍ତି ପ୍ରଦାନ କଲେ। Viz kapitola |