2 ଶାମୁୟେଲ 7:19 - ଓଡିଆ ବାଇବେଲ19 ତଥାପି, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭ ଦୃଷ୍ଟିରେ ଏହା ହିଁ କ୍ଷୁଦ୍ର ବିଷୟ ହେଲା; ଏହେତୁ ତୁମ୍ଭେ ଆପଣା ଦାସର ବଂଶ ବିଷୟରେ ଆଗତ ଦୀର୍ଘକାଳର କଥା ମଧ୍ୟ କହିଅଛ; ହେ ପ୍ରଭୁ, ସଦାପ୍ରଭୁ, ଏହା କ’ଣ ମନୁଷ୍ୟର ବ୍ୟବସ୍ଥା ? Viz kapitolaପବିତ୍ର ବାଇବଲ (Re-edited) - (BSI)19 ତଥାପି, ହେ ପ୍ରଭୋ, ସଦାପ୍ରଭୋ, ତୁମ୍ଭ ଦୃଷ୍ଟିରେ ଏହା ହିଁ କ୍ଷୁଦ୍ର ବିଷୟ ହେଲା; ଏହେତୁ ତୁମ୍ଭେ ଆପଣା ଦାସର ବଂଶ ବିଷୟରେ ଆଗତ ଦୀର୍ଘକାଳର କଥା ମଧ୍ୟ କହିଅଛ; ହେ ପ୍ରଭୋ, ସଦାପ୍ରଭୋ, ଏହା କʼଣ ମନୁଷ୍ୟର ବ୍ୟବସ୍ଥା? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତଥାପି, ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭ ଦୃଷ୍ଟିରେ ଏହା ହିଁ କ୍ଷୁଦ୍ର ବିଷୟ ହେଲା; ଏହେତୁ ତୁମ୍ଭେ ଆପଣା ଦାସର ବଂଶ ବିଷୟରେ ଆଗତ ଦୀର୍ଘକାଳର କଥା ମଧ୍ୟ କହିଅଛ; ହେ ପ୍ରଭୋ ସଦାପ୍ରଭୋ, ଏହା କʼଣ ମନୁଷ୍ୟର ବ୍ୟବସ୍ଥା? Viz kapitolaପବିତ୍ର ବାଇବଲ19 ସଦାପ୍ରଭୁ ମୋର ମୁନିବ, କେବଳ ମୁଁ ଜଣେ ତୁମ୍ଭର ସେବକ। ତଥାପି ତୁମ୍ଭେ ମୋର ଭବିଷ୍ୟଦ୍ ବଂଶଧର ପ୍ରତି ଏହି ସହାନୁଭୁତି ବାକ୍ୟ କହିଲ। ସଦାପ୍ରଭୁ ମୋର ପ୍ରଭୁ, ତୁମ୍ଭେ ସର୍ବଦା ଏପରି ଲୋକମାନଙ୍କୁ କୁହ ନାହିଁ, କୁହ କି? Viz kapitola |