2 ଶାମୁୟେଲ 7:22 - ଓଡିଆ ବାଇବେଲ22 ଏହେତୁ ହେ ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ମହାନ; କାରଣ ତୁମ୍ଭ ତୁଲ୍ୟ ଆଉ କେହି ନାହିଁ, କିଅବା ଆମ୍ଭେମାନେ ନିଜ କର୍ଣ୍ଣରେ ଯାହା ଶୁଣିଅଛୁ, ତଦନୁସାରେ ତୁମ୍ଭ ଛଡ଼ା ଆଉ ପରମେଶ୍ୱର କେହି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ଏହେତୁ ହେ ସଦାପ୍ରଭୋ ପରମେଶ୍ଵର, ତୁମ୍ଭେ ମହାନ; କାରଣ ତୁମ୍ଭ ତୁଲ୍ୟ ଆଉ କେହି ନାହିଁ, କିଅବା ଆମ୍ଭେମାନେ ନିଜ କର୍ଣ୍ଣରେ ଯାହା ଶୁଣିଅଛୁ, ତଦନୁସାରେ ତୁମ୍ଭ ଛଡ଼ା ଆଉ ପରମେଶ୍ଵର କେହି ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏହେତୁ ହେ ସଦାପ୍ରଭୋ ପରମେଶ୍ୱର, ତୁମ୍ଭେ ମହାନ; କାରଣ ତୁମ୍ଭ ତୁଲ୍ୟ ଆଉ କେହି ନାହିଁ, କିଅବା ଆମ୍ଭେମାନେ ନିଜ କର୍ଣ୍ଣରେ ଯାହା ଶୁଣିଅଛୁ, ତଦନୁସାରେ ତୁମ୍ଭ ଛଡ଼ା ଆଉ ପରମେଶ୍ୱର କେହି ନାହିଁ। Viz kapitolaପବିତ୍ର ବାଇବଲ22 ହେ! ପରମେଶ୍ୱର, ତୁମ୍ଭେ ମହାନ। ତୁମ୍ଭପରି ଅନ୍ୟ କେହି ନୁହେଁ। ତୁମ୍ଭ ବ୍ୟତୀତ ଅନ୍ୟ ପରମେଶ୍ୱର କେହି ନୁହନ୍ତି। ଆମ୍ଭେ ତାହା ଜାଣୁ, ଯେହେତୁ ଆମ୍ଭେମାନେ ତୁମ୍ଭର କାର୍ଯ୍ୟକଳାପ ବିଷୟରେ ଶୁଣିଅଛୁ। Viz kapitola |