Online Bible

- Reklamy -




2 ଶାମୁୟେଲ 7:25 - ଓଡିଆ ବାଇବେଲ

25 ଏବେ ହେ ସଦାପ୍ରଭୁ, ପରମେଶ୍ୱର, ତୁମ୍ଭେ ଆପଣା ଦାସ ବିଷୟରେ ଓ ତାହାର ବଂଶ ବିଷୟରେ ଯେଉଁ ବାକ୍ୟ କହିଅଛ, ତାହା ଅନନ୍ତ କାଳ ପର୍ଯ୍ୟନ୍ତ ଦୃଢ଼ କର ଓ ଯେପରି କହିଅଛ, ସେପରି କର।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ଏବେ ହେ ସଦାପ୍ରଭୋ, ପରମେଶ୍ଵର, ତୁମ୍ଭେ ଆପଣା ଦାସ ବିଷୟରେ ଓ ତାହାର ବଂଶ ବିଷୟରେ ଯେଉଁ ବାକ୍ୟ କହିଅଛ, ତାହା ଅନ; କାଳ ପର୍ଯ୍ୟନ୍ତ ଦୃଢ଼ କର ଓ ଯେପରି କହିଅଛ, ସେପରି କର।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଏବେ ହେ ସଦାପ୍ରଭୋ, ପରମେଶ୍ୱର, ତୁମ୍ଭେ ଆପଣା ଦାସ ବିଷୟରେ ଓ ତାହାର ବଂଶ ବିଷୟରେ ଯେଉଁ ବାକ୍ୟ କହିଅଛ, ତାହା ଅନନ୍ତକାଳ ପର୍ଯ୍ୟନ୍ତ ଦୃଢ଼ କର ଓ ଯେପରି କହିଅଛ, ସେପରି କର।

Viz kapitola kopírovat

ପବିତ୍ର ବାଇବଲ

25 “ହେ ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ତୁମ୍ଭର ଦାସ ବିଷୟରେ ଓ ତାହାର ପରିବାର ବିଷୟରେ ଯେଉଁ କଥା କହିଅଛ, ଦୟାକରି ତୁମ୍ଭେ ପ୍ରତିଜ୍ଞା ପୂରଣ କର। ରାଜାମାନଙ୍କର ଚିରଦିନ ପାଇଁ ମୋର ପରିବାରକୁ ଗୋଟିଏ ରାଜ ବଂଶରେ ପ୍ରତିଷ୍ଠା କର।

Viz kapitola kopírovat




2 ଶାମୁୟେଲ 7:25

Následuj nás:

Reklamy


Reklamy